ଦୋଷୀ ସାବ୍ୟସ୍ତ ହେଲେ ରାହୁଲ ଗାନ୍ଧି
ଓଏଲ୍ ବ୍ୟୁରୋ: ମୋଦି ଉପନାମକୁ ନେଇ ରାହୁଲଙ୍କ ଆପତ୍ତିଜନକ ମନ୍ତବ୍ୟ ମାମଲା ସାମ୍ନାକୁ ଆସିଛି। ଆଜି ରାୟ ଶୁଣାଇଛନ୍ତି ସୁରତ ଜିଲ୍ଲା ନ୍ୟାୟାଳୟ। ଦାଏର ଅପରାଧିକ ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ରାହୁଲ ଗାନ୍ଧିଙ୍କ ବିରୋଧରେ ରୁଜୁ ହୋଇଥିଲା ଅପରାଧିକ…