Odisha Link
Bridging the Missing Links in Odisha

ବେଦାନ୍ତ ବିଶ୍ୱବିଦ୍ୟାଳୟ ମାମଲା: ଓଡ଼ିଶା ହାଇକୋର୍ଟଙ୍କ ରାୟକୁ କାଏମ ରଖିଲେ ସୁପ୍ରିମକୋର୍ଟ

ଅଧିଗ୍ରହଣ ହୋଇଥିବା ୧୦ ହଜାର ଏକର ଜମି ବେଆଇନ ବୋଲି କହିଛନ୍ତି ସୁପ୍ରିମକୋର୍ଟ।

ଓଏଲ୍‌ ବ୍ୟୁରୋ: ପୁରୀରେ ପ୍ରସ୍ତାବିତ ବେଦାନ୍ତ ବିଶ୍ୱବିଦ୍ୟାଳୟକୁ ନେଇ ଅନେକ ଖବର ସାମ୍ନାକୁ ଆସିଥିବାବେଳେ ବର୍ତ୍ତମାନ ଏହି ପ୍ରସଙ୍ଗରେ ଆଉ ଏକ ସୂଚନା ସାମ୍ନାକୁ ଆସିଛି। ପୁରୀରେ ପ୍ରସ୍ତାବିତ ବେଦାନ୍ତ ବିଶ୍ୱବିଦ୍ୟାଳୟକୁ ନେଇ ଓଡ଼ିଶା ହାଇକୋର୍ଟଙ୍କ ରାୟକୁ କାଏମ ରଖିଲେ ସୁପ୍ରିମକୋର୍ଟ। ଅଧିଗ୍ରହଣ ହୋଇଥିବା ୧୦ ହଜାର ଏକର ଜମି ବେଆଇନ ବୋଲି କହିଛନ୍ତି ସୁପ୍ରିମକୋର୍ଟ। ବେଦାନ୍ତକୁ ୫ ଲକ୍ଷ ଟଙ୍କା ଜରିମାନା ସହ ରାଜ୍ୟ ସରକାରଙ୍କୁ ଭର୍ତ୍ସନା କଲେ। ଏନେଇ ସୂଚନା ଦେଇଛନ୍ତି ଜମିହରା ଚାଷୀଙ୍କ ପକ୍ଷରୁ ଲଢୁଥିବା ଓକିଲ ଆଦିତ୍ୟ ଦାସ।

Leave A Reply

Your email address will not be published.