Odisha Link
Bridging the Missing Links in Odisha
Daily Archives

April 13, 2023

ସାରା ରାଜ୍ୟରେ କଲବଲ କରୁଛି ତାତି,…

ଓଏଲ୍‌ ବ୍ୟୁରୋ: ପ୍ରଚଣ୍ଡ ଖରାରରେ ସିଝୁଛି ସାରା ରାଜ୍ୟ। ଆଜି ବି ସାରା ରାଜ୍ୟରେ କଲବଲ କରୁଛି ତାତି। ରାଜ୍ୟରେ ଶୁଷ୍କ ଉଷ୍ମ ବାୟୁ ପ୍ରବାହ ବଢିବା ଯୋଗୁ ତାପାମାତ୍ରାରେ ମଧ୍ୟ ବୃଦ୍ଧି ପାଉଛି। ଉପକୂଳ ଓଡ଼ିଶା ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ତାପମାତ୍ରା ବଢିବାରେ ଲାଗିଛି। ଆଜି ଦିନ ସାଢ଼େ ୧୧ଟାରେ…

ଝାରସୁଗୁଡ଼ା ଉପ-ନିର୍ବାଚନ: ଆଜିଠୁ…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ଝାରସୁଗୁଡା ଉପ-ନିର୍ବାଚନ। ନିର୍ବାଚନକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜର ରଣନୀତି ପ୍ରସ୍ତୁତ କରିବାରେ ଲାଗିଛନ୍ତି। ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ। ତେବେ ଉପ-ନିର୍ବାଚନ ପାଇଁ ପ୍ରଥମେ ବିଜୁ ଜନତା ଦଳ ନିଜର ପ୍ରାର୍ଥୀ ଘୋଷଣା…

ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା…

ଓଏଲ୍‌ ବ୍ୟୁରୋ: ଆଜି ରାଜଧାନୀ ଭୁବନେଶ୍ୱରକୁ ପୁରିଲା ୭୫ ବର୍ଷ। ରାଜ୍ୟର ରାଜଧାନୀ ଭୁବନେଶ୍ବରର ଜନ୍ମଦିନ ବା ପ୍ରତିଷ୍ଠା ଦିବସ। ୭୫ ତମ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହ ପାଇଁ ଉତ୍ସବ ମୁଖର ପୂରା ସହର। ଆଜିଠୁ ତିନି ଦିନ ଧରି ଚାଲିବ ବିଭିନ୍ନ କାର୍ଯ୍ୟକ୍ରମ। ଭୁବନେଶ୍ୱର ମହାନଗର ନିଗମ ଏବଂ ରାଜଧାନୀ…

ଦିଲ୍ଲୀ ଏମ୍‌ସରେ କର୍ମଚାରୀଙ୍କ ପାଇଁ…

ଓଏଲ୍‌ ବ୍ୟୁରୋ: ପୁଣି କାୟା ବିସ୍ତାର କଲାଣି କରୋନା ମହାମାରୀ। କରୋନା ଭୂତାଣୁକୁ ନେଇ ବଢ଼ିଲା ଦେଶବାସୀଙ୍କ ଚିନ୍ତା। କିଛି ମାସର ବ୍ୟବଧାନ ପରେ ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଲଗାତର ଭାବେ ବୃଦ୍ଧି ପାଇଛି। ବଢୁଥିବା ମହାମାରୀକୁ ନଜରରେ ରଖି ଦିଲ୍ଲୀ ଏମ୍‌ସରେ କର୍ମଚାରୀଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ…

୯୦ କେଜି ଗଞ୍ଜେଇ ଜବତ, ୨ ଗିରଫ

ଓଏଲ୍‌ ବ୍ୟୁରୋ: ବୌଦ୍ଧ ପୁଲିସକୁ ବଡ ସଫଳତା। ପାଖାପାଖି ୯ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି ପୁଲିସ। ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ପୁରୁଣା କଟକ ଥାନା ମାଧପୁର ନିକଟରୁ ୯୦ କେଜି ଗଂଜେଇ ଜବତ କରାଯାଇଛି। କନ୍ଧମାଳ ଫିରିଙ୍ଗିଆରୁ କଟକ ଚାଲାଣ ବେଳେ ପାଖାପାଖି ୯ ଲକ୍ଷ ଟଙ୍କାର…

ରାଜ୍ୟରେ ଅସମ୍ଭାଳ ହେଲାଣି ତାତି, ୪…

ଓଏଲ୍‌ ବ୍ୟୁରୋ: ପ୍ରଚଣ୍ଡ ଖରାରରେ ସିଝୁଛି ରାଜ୍ୟ। ରାଜ୍ୟରେ ଶୁଷ୍କ ଉଷ୍ମ ବାୟୁ ପ୍ରବାହ ବଢିବା ଯୋଗୁ ତାପାମାତ୍ରାରେ ମଧ୍ୟ ବୃଦ୍ଧି ପାଉଛି। ଉପକୂଳ ଓଡ଼ିଶା ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ତାପମାତ୍ରା ବଢିବାରେ ଲାଗିଛି। ସକାଳୁ ପ୍ରବଳ ତାତି ଅନୁଭୁତ ହେଉଛି। ଏମିତି ଗୁଳୁଗୁଳି ହେଉଛି, ଘରୁ ବାହାରିବାକୁ…

୪୮ ଘଣ୍ଟା ପାଇଁ ସମ୍ବଲପୁର ଜିଲ୍ଲାରେ…

ଓଏଲ୍‌ ବ୍ୟୁରୋ: ସମ୍ବଲପୁର ହନୁମାନ ଜୟନ୍ତୀ ବାଇକ ରାଲିରେ ପଥରମାଡ଼ ଘଟଣା। ଶାନ୍ତି ଶୃଙ୍ଖଳା ବଜାୟ ପାଇଁ ସରକାରଙ୍କ ପଦକ୍ଷେପ ଗ୍ରହଣ କରାଯାଇଛି। ୪୮ ଘଣ୍ଟା ପାଇଁ ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି। ଆଜି ଦିନ ୧୦ଟାରୁ ୪୮ ଘଣ୍ଟା ପାଇଁ ସମ୍ବଲପୁର ଜିଲ୍ଲାରେ ବନ୍ଦ ରହିବ ଇଣ୍ଟରନେଟ୍…

ଚିନ୍ତା ବଢ଼ାଇଲା କରୋନା ଭୂତାଣୁ, ୧୦…

ଓଏଲ୍‌ ବ୍ୟୁରୋ: କରୋନା ଭୂତାଣୁକୁ ନେଇ ବଢ଼ିଲା ଦେଶବାସୀଙ୍କ ଚିନ୍ତା। ପୁଣି କାୟା ବିସ୍ତାର କଲାଣି କରୋନା ମହାମାରୀ। ଦେଶରେ ୧୦ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ। ୨୪ ଘଣ୍ଟାରେ ୧୦,୧୫୮ ନୂଆ ସଂକ୍ରମିତ ଚିହ୍ନଟ କରାଯାଇଛି। ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୪୪ ହଜାର ୯୯୮କୁ ବୃଦ୍ଧି ହୋଇଛି। କିଛି ମାସର…