ଝାରସୁଗୁଡ଼ା ମଇଦାନରେ ୯ ପ୍ରାର୍ଥୀ,…
ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସରଗରମ ଓଡ଼ିଶା ରାଜନୀତି। ମେ'୧୦ରେ ପଡ଼ିବ ଭୋଟ। ଝାରସୁଗୁଡ଼ାବାସୀ ବାଛିବେ ତାଙ୍କ ମନପସନ୍ଦର ନେତା। ସାଧାରଣ ନିର୍ବାଚନକୁ ଆଉ ୧ ବର୍ଷରୁ କମ୍ ସମୟ ଥିବା ବେଳେ ଝାରସୁଗୁଡ଼ା ଉପନିର୍ବାଚନ ଜିତିବାକୁ ରାଜ୍ୟର ତିନି ଛାମୁଆ ଦଳ ନିଜର ଶକ୍ତି ପ୍ରଦର୍ଶନ କରିବା ପାଇଁ…