Odisha Link
Bridging the Missing Links in Odisha
Daily Archives

May 1, 2023

ତନ୍ତ୍ର ସାଧନା ନାଁରେ ଠକେଇ ଘଟଣା: ପୁଲିସ…

ଓଏଲ୍‌ ବ୍ୟୁରୋ: କଟକରେ ଗୁଣିଗାରେଡି ଓ ତନ୍ତ୍ର ସାଧନା ନାଁରେ ଠକେଇ ହୋଇଥିବା ଘଟଣା ସାମ୍ନାକୁ ଆସିଥିଲା। ଯାହାକୁ ନେଇ କଟକ ଡିସିପି ପିନାକ ମିଶ୍ର ପ୍ରେସ୍‌ମିଟରେ ସୂଚନା ଦେଇଛନ୍ତି। ତାଙ୍କ କହିବା ଅନୁସାରେ, ଠକେଇ କରିଥିବା ତାନ୍ତ୍ରିକ କୈଫିକ ଖାନ ନାଁରେ ଆଉ ଏକ ମାମଲା ରୁଜୁ ହୋଇଛି। ବହୁ ଲୋକ…

ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାର ଆଇଏଏସ୍ ଅଧିକାରୀ ସ୍ଥରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ଗୃହ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ଜାରି ହୋଇଛି। ରଥଯାତ୍ରା ପୂର୍ବରୁ ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ବ ନେବେ ରଞ୍ଜନ କୁମାର ଦାସ। ପୂର୍ବତନ ପ୍ରଶାସକ…

ଶ୍ରମ ଦିବସରେ ଶ୍ରମିକଙ୍କୁ ଭେଟି,…

ଓଏଲ୍‌ ବ୍ୟୁରୋ: ଆଜି ସାରା ବିଶ୍ୱରେ ପାଳିତ ହେଉଛି ଶ୍ରମିକ ଦିବସ। ତେବେ ଶ୍ରମିକ ଦିବସରେ ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରମିକଙ୍କ ପାଇଁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶାରେ ଖୋଲିବ ୨୦୦ ଅତିରିକ୍ତ ଶ୍ରମ କାର୍ଯ୍ୟାଳୟ। ଏହି କାର୍ଯ୍ୟାଳୟ ବ୍ଲକ ସ୍ତରରେ କାର୍ଯ୍ୟକାରୀ ହେବ। ଏଥିପାଇଁ ଓପିଏସସିକୁ…

ଦୁର୍ବୃତ୍ତଙ୍କ ଲଙ୍କାକାଣ୍ଡ, ସ୍ପଷ୍ଟ…

ଓଏଲ୍‌ ବ୍ୟୁରୋ: ଦୁର୍ବୃତ୍ତଙ୍କ ଅମାନବୀୟ କାଣ୍ଡ। ସ୍ପଷ୍ଟ ଦିବାଲୋକରେ ଫୁଟିଲା ଗୁଳି ଆଉ ଚାଲିଗଲା ଯୁବକଙ୍କ ଜୀବନ। ଚମ୍ପୁଆରେ ଘଟିଥିବା ଏହି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ଗୁଳିକରି ହତ୍ୟା କରାଯାଇଛି। ବଡ଼ବିଲ ୱାର୍ଡ ନଂ-୬ ମିନି ଟାୱାର ନିକଟରେ ଗୁଳିମାଡ଼ ହୋଇଛି।…

ତାତିରୁ ଆଶ୍ବସ୍ତି, ରାଜ୍ୟରେ ଆହୁରି ୪ଦିନ…

ଓଏଲ୍‌ ବ୍ୟୁରୋ: ଅସହ୍ୟ ତାତିରୁ ମିଳିବ ତ୍ରାହି। ସକାଳୁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କୋହଲା ପାଗ। ଉପକୂଳରୁ ଉତ୍ତର,ପଶ୍ଚିମ ଓଡ଼ିଶାରେ ମେଘୁଆ ପାଗ। ହାଲୁକା ପବନ ସାଙ୍ଗକୁ ମେଘ ଘୋଡେଇ ହୋଇ ରହିଛି। ଏସବୁ ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଲାଗି ରହିଛି ବର୍ଷା। ବର୍ଷା ପାଇଁ ଆଜି ୨୧ ଜିଲ୍ଲାକୁ ୟେଲୋ…

ଆଜି ବିଶ୍ଵ ଶ୍ରମିକ ଦିବସ, ଜାଣନ୍ତୁ…

ଓଏଲ୍‌ ବ୍ୟୁରୋ: ଆଜି ମେ ୧ ତାରିଖ, ସାରା ବିଶ୍ୱରେ ପାଳିତ ହେଉଛି ଶ୍ରମିକ ଦିବସ। ବିଗତ ୧୩୪ ବର୍ଷ ଧରି ବିଶ୍ବରେ ମେ ୧ ତାରିଖକୁ ଶ୍ରମିକ ଦିବସ ଭାବେ ପାଳନ କରାଯାଉଛି। ପ୍ରତି ଶ୍ରମିକ ମାନଙ୍କୁ ସମ୍ମାନୀତ କରିବା ସହ ସେମାନଙ୍କ କାମକୁ ସମ୍ମାନ ଦେଇ ଏହି ଶ୍ରମିକ ଦିବସ ପାଳିତ ହେଉଛି। ଏହା ଯେ କେବଳ…

ଆଜିଠୁ ୩ ମାସ ଯାଏଁ ବନ୍ଦ ରହିବ…

ଓଏଲ୍‌ ବ୍ୟୁରୋ: ଭିତରକନିକା ଜାତୀୟ ଉଦ୍ୟାନ ଆଜିଠୁ ବନ୍ଦ। ମେ'୧ରୁ ଜୁଲାଇ ୩୧ ଯାଏ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ପ୍ରଜନନ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ତେବେ ୩ ମାସ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ ବୋଲି କେନ୍ଦ୍ରାପଡ଼ା ରାଜନଗର ବନଖଣ୍ଡ ଅଧିକାରୀଙ୍କ…