ଦୁଇ ଦିନ ପାଇଁ ପର୍ଯ୍ୟଟକଙ୍କୁ ଶିମିଳିପାଳ…
ଓଏଲ୍ ବ୍ୟୁରୋ: ଆସନ୍ତା ଦୁଇ ଦିନ ପାଇଁ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ବନ୍ଦ ରହିବ। ଆସନ୍ତା ୪ ଓ ୫ ତାରିଖ ସାଧାରଣ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ତେବେ ଆସନ୍ତା ୫ରେ ଶିମିଳିପାଳ ବୁଲିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମେ' ୪ ତାରିଖରେ ମୟୂରଭଞ୍ଜ ଆସିବେ ରାଷ୍ଟ୍ରପତି। ୪…