ଜଟଣୀରେ କ୍ୟାନ୍ସର ହସ୍ପିଟାଲର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
ହୋମି ଭାବା କ୍ୟାନ୍ସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟରର ଭର୍ଚୁଆଲ୍ ମୋଡ୍ରେ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଓଏଲ୍ ବ୍ୟୁରୋ: ରାଜଧାନୀ ଭୁବନେଶ୍ୱରରେ କର୍କଟ ଚିକିତ୍ସାରୁ ମୁକ୍ତି ପାଇବା ପାଇଁ ହୋମି ଭାବା କ୍ୟାନ୍ସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟରର ଶିଳାନ୍ୟାସ। ରାଜଧାନୀରେ ହୋମି ଭାବା କ୍ୟାନ୍ସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦି। ତେବେ ଏହି କ୍ୟାନ୍ସର ହସ୍ପିଟାଲର ଶିଳାନ୍ୟାସ ଜଟଣୀ ଠାରେ ହୋଇଛି। ଭୁବନେଶ୍ୱର ଜଟଣୀ ଠାରେ ହୋମି ଭାବା କ୍ୟାନ୍ସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟରର ଭର୍ଚୁଆଲ୍ ମୋଡ୍ରେ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।