ଅଲୋଡ଼ା ହେଲା ଶିଶୁକନ୍ୟା! ନାଳରୁ ମିଳିଲା…
ଓଏଲ୍ ବ୍ୟୁରୋ: ଆଜି ବି ଅବହେଳିତ ଶିଶୁକନ୍ୟା! ଆଜି ବି ଏ ଦୁନିଆଁ କଣ କନ୍ୟାକୁ ବୋଝ ବୋଲି ଭାବୁଛି। ସରକାରଙ୍କ ଯୋଜନା ପରେ ବି କାହିଁକି ଶିଶୁକନ୍ୟା ଜନ୍ମ ହେଲେ ବାପା ମା'ଙ୍କ ମନରେ ଦୁଃଖ ଆସିଯାଉଛି। ତେବେ ଏଭଳି ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ଅତ୍ୟନ୍ତ ହୃଦୟବିଦାରକ। ଏକ ନାଳରୁ ନବଜାତ…