Odisha Link
Bridging the Missing Links in Odisha
Daily Archives

May 26, 2023

ନବ ଦାସ ହତ୍ୟାକାଣ୍ଡ: ଚାର୍ଜସିଟରେ…

ଓଏଲ୍‌ ବ୍ୟୁରୋ: ବହୁଚର୍ଚ୍ଚିତ ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାକୁ ଆଉ କିଛି ଦିନରେ ପୂରିବ ୪ ମାସ। ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚାର୍ଜସିଟ୍ ଦାଖଲ କରାଯାଇଛି। ଝାରସୁଗୁଡ଼ା ସ୍ଥିତ ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ। ମାମଲାର ମୁଖ୍ୟ…

କେନ୍ଦ୍ରାପଡ଼ାରୁ ମିଳିଲା ଅଶୋଧିତ ତୈଳର…

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ସ୍ଥାନରୁ ଅଶୋଧିତ ତୈଳର ସନ୍ଧାନ ମିଳୁଥିଲା। ବର୍ତ୍ତମାନ କେନ୍ଦ୍ରାପଡାରୁ ଏହି ତୈଳ ମିଳିବା ନେଇ ଖବର ସାମ୍ନାକୁ ଆସିଛି। କେନ୍ଦ୍ରାପଡ଼ା ସ୍ଥିତ ପାଟକୁରାରୁ ମିଳିଲା ଅଶୋଧିତ ତୈଳର ସନ୍ଧାନ। କେନ୍ଦ୍ରାପଡା ମାର୍ଶାଘାଇ ଗଉଡଗାଁରେ ମିଳିଛି ହାଇଡ୍ରୋକାର୍ବନ ବା ଅଶୋଧିତ…

ମୋଦିଙ୍କ ଶାସନକୁ ପୂରିଲା ୯ ବର୍ଷ,…

ଓଏଲ୍‌ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନକୁ ୯ ବର୍ଷ ପୂରିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ ମସିହା ମେ’ ୨୬ରେ ଶପଥ ଗ୍ରହଣ କରିଥିଲେ। ତେଣୁ ୨୦୨୩ ମେ’ ୨୬ରେ ଅର୍ଥାତ ଆଜି ତାଙ୍କ ଶାସନକୁ ୯ ବର୍ଷ ପୂରିଲା। ଏହାକୁ ଅଧିକ ସ୍ମରଣୀୟ କରିବା ପାଇଁ ନୂଆ ଡିଜାଇନରେ ତିଆରି ହୋଇଥିବା…

ସତ୍ୟେନ୍ଦ୍ର ଜୈନଙ୍କ ସ୍ୱାସ୍ଥ୍ୟବସ୍ଥା…

ଓଏଲ୍‌ ବ୍ୟୁରୋ: ସତ୍ୟେନ୍ଦ୍ର ଜୈନଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହୋଇଥିବା ଖବର ସାମ୍ନାକୁ ଆସିଛି। ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବାରୁ ସତ୍ୟେନ୍ଦ୍ର ଜୈନଙ୍କୁ କୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ। ୬ ସପ୍ତାହ ପାଇଁ ବେଲ ଦେଇଛନ୍ତି ସର୍ବୋଚ୍ଚ…

ନବ ଦାସ ହତ୍ୟା ମାମଲା: ଚାର୍ଜସିଟ୍‌ ଦାଖଲ…

ଓଏଲ୍‌ ବ୍ୟୁରୋ: ବହୁଚର୍ଚ୍ଚିତ ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାକୁ ଆଉ କିଛି ଦିନରେ ପୂରିବ ୪ ମାସ। ହେଲେ ଏପର୍ଯ୍ୟନ୍ତ ହତ୍ୟାକାଣ୍ଡର ରହସ୍ୟ ସାମ୍ନାକୁ ଆସିପାରିନାହିଁ। ଯାହାକୁ ନେଇ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି କରିଛି। ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କଲା…

ଅନଲାଇନ୍‌ରେ ଆଗୁଆ ସ୍ଲଟ୍‌ ବୁକିଂ ନକଲେ…

ଓଏଲ୍‌ ବ୍ୟୁରୋ: ଜମିଜମା ପଞ୍ଜୀକରଣ ବ୍ୟବସ୍ଥାରେ ବଡ଼ ଧରଣର ପରିବର୍ତ୍ତନ ସାମ୍ନାକୁ ଆସିଛି। ଭିଡ଼ ସମସ୍ୟା ଦୂର କରିବା ଲାଗି ଏଣିକି ଅନ୍‌ ଲାଇନ୍‌ ସ୍ଲଟ୍ ବୁକିଂ କରିବାକୁ ପଡ଼ିବ। ରାଜ୍ୟରେ ଚାଲିଥିବା ଜମିଜମା ଇ-ରେଜିଷ୍ଟ୍ରେସନ୍‌ ବା ପଞ୍ଜୀକରଣ ବ୍ୟବସ୍ଥାରେ ନୂଆ ନିୟମ କରାଯାଇଛି। ଅନଲାଇନ୍‌ରେ ଆଗୁଆ…

ମେ ୨୮ରେ ଉଦଘାଟନ ହେବ ନୂତନ ସଂସଦ ଭବନ,…

ଓଏଲ୍‌ ବ୍ୟୁରୋ: ମେ ୨୮ ତାରିଖରେ ଆଧୁନିକ ଓ ଭବ୍ୟ ଶୈଳୀରେ ନିର୍ମାଣ ହୋଇଥିବା ସଂସଦର ନୂଆ ବିଲଡିଂକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିରୋଧୀ ଏହି କାର୍ଯ୍ୟକ୍ରମକୁ ବୟକଟ କରିବାକୁ ଘୋଷଣା କରିଛନ୍ତି। ହେଲେ ଅନ୍ୟପଟେ ସରକାରୀ ସ୍ତରରେ ଉଦଘାଟନୀ ଉତ୍ସବ ପାଇଁ ସବୁ ପ୍ରକାରର ପ୍ରସ୍ତୁତି…

ପାଣିପାଗ ପର୍ଯ୍ୟବେକ୍ଷଣ କେନ୍ଦ୍ର କଟକକୁ…

ଓଏଲ୍‌ ବ୍ୟୁରୋ: ପାଣିପାଗ ପର୍ଯ୍ୟବେକ୍ଷଣ କେନ୍ଦ୍ର କଟକ ୨୩ ମାର୍ଚ୍ଚ ୧୮୬୭ ସ୍ଥାପନ ହୋଇଥିଲା। ଦୀର୍ଘ ୧୫୬ ବର୍ଷ ଧରି ନିରବଚ୍ଛିନ୍ନ ଭାବେ ପାଣିପାଗ ପର୍ଯ୍ୟବେକ୍ଷଣ ପାଇଁ ବିଶ୍ୱପାଣିପାଗ ସଂସ୍ଥାନ ଦ୍ୱାରା ପାଣିପାଗ ପର୍ଯ୍ୟବେକ୍ଷଣ କେନ୍ଦ୍ର କଟକକୁ ଐତିହାସିକ ପାଣିପାଗ ପର୍ଯ୍ୟବେକ୍ଷଣ କେନ୍ଦ୍ରର ପରିଚୟ…

ପାଖେଇ ଆସୁଛି ମହାପ୍ରଭୁଙ୍କ ରଥଯାତ୍ରା,…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ମହାବାହୁଙ୍କ ରଥଯାତ୍ରା। ଚଳଚଞ୍ଚଳ ପୁରୀର ରଥଖଳା। ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ତିନି ଠାକୁରଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ତିନି ରଥର ମୋଟ ୪୨ଟି ଚକ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବାବେଳେ ତିନି ରଥର…

ମେ ୨୮ରେ ଘୋଷଣା ହେବ +୨ ପରୀକ୍ଷା ଫଳ…

ଓଏଲ୍‌ ବ୍ୟୁରୋ: ଯୁକ୍ତ ଦୁଇ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ମେ ୨୮ରେ ଘୋଷଣା ହେବ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ତାରିଖ। ତେବେ ୩୦ କିମ୍ବା ୩୧ ତାରିଖରେ ପରୀକ୍ଷା ଫଳ ପ୍ରକାଶ ପାଇପାରେ। ତେବେ ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଥିବାବେଳେ…