ଓଡ଼ିଆ ସିନେମାକୁ ପ୍ରୋତ୍ସାହନ,…
ଓଏଲ୍ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଛି ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ। ତେବେ ରାଜ୍ୟ କ୍ୟାବିନେଟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ ବୈଠକରେ ବିଭିନ୍ନ ପ୍ରସ୍ତାବ ଉପରେ ମୋହର ବାଜିବ ବୋଲି କୁହାଯାଉଥିବାବେଳେ ୧୮ଟି ପ୍ରସ୍ତାବରେ ବାଜିଲା ମୋହର।…