ଦୁଃଖ ପ୍ରକାଶ କଲେ ରେଳ ମନ୍ତ୍ରୀ:…
ଓଏଲ୍ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ବାହାନଗା ନିକଟରେ ଭୟଙ୍କର ଦୁର୍ଘଟଣା। ଦୁଇଟି ଏକ୍ସପ୍ରେସ୍ ଧକ୍କା ହେବାରୁ ୫୦ରୁ ଉର୍ଦ୍ଧ୍ବ ଜୀବନ ଚାଲିଯାଇଥିବା ବେଳେ ୪୦୦ରୁ ଅଧିକ ଆହତ ହୋଇଥିବା ସୂଚନା ରହିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ଏହି ସଂଖ୍ୟା ଆହୁରି ବୃଦ୍ଧି ହୋଇପାରେ। କରମଣ୍ଡଳ ଏକ୍ସପ୍ରେସ ଓ…