‘ବାହାନଗା ଟ୍ରେନ ଟ୍ରାଜେଡି ତଦନ୍ତ…
ଓଏଲ୍ ବ୍ୟୁରୋ: ବାହାନଗା ରେଳ ଦୁର୍ଘଟଣାକୁ ନେଇ ବଡ଼ ସୂଚନା ଦେଲେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଟ୍ରେନ ଟ୍ରାଜେଡିର ସିବିଆଇ ତଦନ୍ତ ସୁପାରିସ କରିଛି ରେଲଓ୍ବେ ବୋର୍ଡ। କେଉଁ ପରିସ୍ଥିତିରେ ଘଟଣା ଘଟିଲା, କେଉଁମାନେ ଦାୟୀ ତାହାର ତଦନ୍ତ ହେବ। ଆଜି ସିବିଆଇ ତଦନ୍ତ ସୁପାରିସ ନେଇ ରେଳ ମନ୍ତ୍ରୀ ଅଶ୍ୱିନୀ…