ଛାତିଥରା ରେଳ ଦୁର୍ଘଟଣାର ଚାଲିଛି ତଦନ୍ତ,…
ଓଏଲ୍ ବ୍ୟୁରୋ: ସେଦିନ ଥିଲା ଶୁକ୍ରବାର ଆଉ ଘଣ୍ଟାରେ ବାଜିଥିଲା ପାଖାପାଖି ୭ଟା ୧୫ ମିନିଟ୍। ଠିକ ସେହି ସମୟରେ ଏକ ବଡ ଖବର ସାମ୍ନାକୁ ଆସିଥିଲା। ଯାହା ସାରା ବିଶ୍ୱବାସୀଙ୍କ ମନକୁ ଆନ୍ଦୋଳିତ କରିଦେଇଥିଲା। ବାହାନଗା ଷ୍ଟେସନ ନିକଟ ଦେଇ ହାୱଡାରୁ ଚେନ୍ନାଇ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ୍ ପାସ୍…