Odisha Link
Bridging the Missing Links in Odisha
Daily Archives

June 12, 2023

ଛାତିଥରା ରେଳ ଦୁର୍ଘଟଣାର ତଦନ୍ତ କରୁଛି…

ଓଏଲ୍‌ ବ୍ୟୁରୋ: ଗତ ଶୁକ୍ରବାର ଅର୍ଥାତ ଜୁନ୍‌ ୨ ଠିକ୍‌ ସନ୍ଧ୍ୟା ସମୟରେ ବାଲେଶ୍ବର ଜିଲ୍ଲା ବାହାନଗା ବଜାର ଷ୍ଟେସନ ନିକଟରେ ଘଟିଥିଲା ଭୟଙ୍କର ଦୁର୍ଘଟଣା। ଯେଉଁଥିରେ ୨୮୮ ଜଣ ପ୍ରାଣ ହରାଇଥିବା ବେଳେ ହଜାରରୁ ଅଧିକ ଲୋକ ଆହତ ହୋଇଥିଲେ। ଏହି ଘଟଣାକୁ ନେଇ ତଦନ୍ତ କରୁଛି ସିବିଆଇ। ରେଳ ବିଭାଗର ୫…

ବିଦ୍ୟୁତ ସମସ୍ୟାରେ ପଡ଼ିବ…

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ କରିଥିଲା। ଯାହା ପରେ ବିଭିନ୍ନ ସ୍ଥାନରେ ବର୍ଷା ହୋଇ ଅନେକ ସମୟ ଧରି ବିଦ୍ୟୁତ କାଟ ହୋଇଥିଲା। ଯାହାକୁ ନେଇ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଥିବାବେଳେ ଏନେଇ ସ୍ପଷ୍ଟୀକରଣ ରଖିଥିଲେ ଶକ୍ତିମନ୍ତ୍ରୀ। ରାଜ୍ୟର ବିଜୁଳି ସମସ୍ୟାକୁ ନେଇ ଆଜି…

ଅସହ୍ୟ ହେଉଛି ତାତି, ରାଜ୍ୟର ବିଭିନ୍ନ…

ଓଏଲ୍‌ ବ୍ୟୁରୋ: ଅସହ୍ୟ ତାତିରେ ଜଳୁଛି ରାଜ୍ୟର ଅନେକ ଜିଲ୍ଲା। ସକାଳ ୮.୩୦ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାର ତାପମାତ୍ରା ୩୦ ଡିଗ୍ରୀରୁ ଅଧିକ ରେକର୍ଡ କରାଯାଇଛି। ତାତି ବଢୁଥିବାରୁ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅଂଶୁଘାତ ଜନିତ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୮ଟି ଜିଲ୍ଲାକୁ ଅରେଞ୍ଜ…