Odisha Link
Bridging the Missing Links in Odisha
Daily Archives

June 13, 2023

ଶୀଘ୍ର କରନ୍ତୁ ନିଜର ପାନ୍-ଆଧାର…

ଓଏଲ୍‌ ବ୍ୟୁରୋ: ଭାରତୀୟ ନାଗରିକଙ୍କ ପାଇଁ କେନ୍ଦ୍ରସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ଯଦି ପାନ୍ କାର୍ଡ ବ୍ୟବହାର କରୁଥିବା ବ୍ୟକ୍ତି ନିଜର ଆଧାର କାର୍ଡକୁ ପାନ କାର୍ଡ ସହ ଲିଙ୍କ ନକରନ୍ତି ତେବେ, ଅଚଳ ହୋଇପାରେ ପାନ୍ କାର୍ଡ। ପୂର୍ବରୁ ମାର୍ଚ୍ଚ ୩୧ ଯାଏଁ ଥିଲା ଏହାର ସମୟସୀମା। ଏହା ପରିବର୍ତନ…

ବାହାନଗା ରେଳ ଦୁର୍ଘଟଣା: ବଢ଼ିଲା ମୃତ୍ୟୁ…

ଓଏଲ୍‌ ବ୍ୟୁରୋ: ଆଜି ବାହାନଗା ରେଳ ଦୁର୍ଘଟଣାକୁ ୧୨ ଦିନ। ଏହି ଭୟଙ୍କର ଦୁର୍ଘଟଣା ଖବର ସାରା ବିଶ୍ୱବାସୀଙ୍କ ମନକୁ ଆନ୍ଦୋଳିତ କରିଦେଇଛି। ଭୟଙ୍କର ଦୁର୍ଘଟଣା ଆହତ ହୋଇଥିବା ବ୍ୟକ୍ତିଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତିଙ୍କ କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଭାବେ ମୃତ୍ୟୁ ହୋଇଛି। ମୃତକ…

ରୋଜଗାର ମେଳାରେ ୭୦ ହଜାର ନବ ନିଯୁକ୍ତ…

ଓଏଲ୍‌ ବ୍ୟୁରୋ: ଦେଶର ୪୩ଟି ସ୍ଥାନରେ ରୋଜଗାର ମେଳା ଆୟୋଜିତ ହୋଇଛି। ରୋଜଗାର ମେଳାରେ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ ମୋଦି। ଏହି କାର୍ଯ୍ୟକ୍ରମରେ ଭିସି ଜରିଆରେ ପ୍ରଧାନମନ୍ତ୍ରୀ ମୋଦି ଯୋଗ ଦେବା ସହ ୭୦ହଜାର ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଅନ୍ୟପଟେ, ଭୁବନେଶ୍ୱର ରେଲୱେ…

ମହାବାତ୍ୟାର ରୂପ ନେଲା ‘ବିପର୍ଯ୍ୟୟ’,…

ଓଏଲ୍‌ ବ୍ୟୁରୋ: ଅତି ଭୀଷଣ ରୂପ ନେଲା ‘ବିପର୍ଯ୍ୟୟ’। ସାମୁଦ୍ରିକ ଝଡ଼ ବିପର୍ଯ୍ୟୟ ଘନିଭୂତ ହେବା ସହିତ ମହାବାତ୍ୟାର ରୂପ ନେଇଛି। ଏହା ସହିତ ଗୁଜରାଟ ଉପକୂଳରେ ମାଡ଼ ହେବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରିଛନ୍ତି। ଆଗାମୀ ୨୪ ଘଣ୍ଟା ଭିତରେ ଆହୁରି ତ୍ରୀବ ରୂପ ନେବ। ଗୋଆ, କର୍ଣ୍ଣାଟକ…

ଭାରି ପଡ଼ିଲା ଅଚଳାଚଳ ସଂପତ୍ତି, ଗିରଫ…

ଓଏଲ୍‌ ବ୍ୟୁରୋ: ପୁଣି ଭିଜିଲାନ୍ସ ପଞ୍ଝାରେ ଆଉ ଜଣେ ସରକାରୀ ବାବୁ। ଭିଜିଲାନ୍ସ ଜାଲରେ କଟକ ସଦର ବ୍ଲକ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂ୍ୟାଁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ କରାଯାଇଥିଲା। ଅଚଳାଚଳ ସଂପତ୍ତି ଠାବ ପରେ ସହକାରୀ ଯନ୍ତ୍ରୀ ବିକାଶ ଭୂୟାଁ ଗିରଫ। ବିକାଶ…

ରଥଯାତ୍ରା ପାଇଁ ପୂର୍ବ ପ୍ରସ୍ତୁତି, ଆଜି…

ଓଏଲ୍‌ ବ୍ୟୁରୋ: ରଥଯାତ୍ରା ପାଇଁ ଅପେକ୍ଷାରତ କୋଟି କୋଟି ଶ୍ରଦ୍ଧାଳୁ। ମହାବାହୁ ଦର୍ଶନ ଦେବେ କୋଟି କୋଟି ଜନତାଙ୍କୁ। ତିନି ଠାକୁରଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ରଥଯାତ୍ରାକୁ ନଜରରେ ରଖି ପୂର୍ବ ପ୍ରସ୍ତୁତି ହୋଇଛି। ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ…

ତାତିରେ ଲାଗିଲା ବ୍ରେକ୍, ରାଜ୍ୟର…

ଓଏଲ୍‌ ବ୍ୟୁରୋ: ତାତିରେ ଲାଗିଲା ବ୍ରେକ୍। ପ୍ରବଳ ଗ୍ରୀଷ୍ମ ପ୍ରବାହରେ ସାରା ରାଜ୍ୟବାସୀ ଆଉଟୁପାଉଟୁ ହେଉଥିବାବେଳେ ଅଚାନକ ବର୍ଷା ସମସ୍ତଙ୍କୁ ଆଶ୍ୱସ୍ତି ଦେଇଛି। ଏଯାଏଁ ମୌସୁମୀ ଓଡ଼ିଶାରେ ପ୍ରବେଶ କରିନଥିବାରୁ ଚାଷକାର୍ଯ୍ୟ ପାଇଁ ଚାଷୀମାନେ ବ୍ୟସ୍ତ ହୋଇପଡ଼ିଛନ୍ତି। ତେବେ ହଠାତ୍ ବର୍ଷା ଅସହ୍ୟ ଗ୍ରୀଷ୍ମ…