ରାଜ୍ୟରେ ଚିନ୍ତା ବଢ଼ାଉଛି ଡେଙ୍ଗୁ,…
ଓଏଲ୍ ବ୍ୟୁରୋ: ବର୍ଷା ଆରମ୍ଭରୁ ମୁଣ୍ଡ ଟେକିଲାଣି ଡେଙ୍ଗୁ। ରାଜ୍ୟରେ ଧୀରେ ଧୀରେ ଡ଼େଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରାଜଧାନୀ ଭୁବନେଶ୍ବରରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ କରାଯାଇଛି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୧୮୫ ଜଣ ଡ଼େଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ସେଥିରୁ ଅଧିକାଂଶ…