Odisha Link
Bridging the Missing Links in Odisha
Daily Archives

July 13, 2023

ଯମୁନା ନଦୀର କରାଳ ରୂପ, ଜଳବନ୍ଦୀରେ…

ଓଏଲ୍ ବ୍ୟୁରୋ: ଦିଲ୍ଲୀର ଅନେକ ଅଂଚଳରେ ଭୟଙ୍କର ସ୍ଥିତି ଦେଖିବାକୁ ମିଳିଛି। ଚାରିଆଡେ ପଶିଲାଣି ପାଣି, ଉଛୁଳିଲାଣି ଯମୁନା ନଦୀ। ପ୍ରବଳ ବର୍ଷା ଯୋଗୁଁ ସମଗ୍ର ଉତ୍ତର ଭାରତ ବେହାଲ ଥିବା ବେଳେ ଏବେ ରାଜଧାନୀ ଦିଲ୍ଳୀ ପାଇଁ ଯମୁନା ନଦୀ ବିପଦ ସୃଷ୍ଟି କରିଛି। ନଦୀ ପାଣି ଉଛୁଳି ଏବେ ଦିଲ୍ଳୀର ତଳିଆ…

ଏଏସ୍ଓ ପରୀକ୍ଷା ମାମଲା: ହାଇକୋର୍ଟରେ…

ଓଏଲ୍ ବ୍ୟୁରୋ: ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଆୟୋଜିତ ଏଏସଓ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଆୟୋଜିତ ଏଏସ୍‌ଓ ପରୀକ୍ଷାରେ ହୋଇଥିବା ଅନିୟମିତତାକୁ ନେଇ କୋର୍ଟରେ ମାମଲା ହୋଇଥିଲା। ଏହି ଘଟଣାକୁ ନେଇ ହାଇକୋର୍ଟରେ ରିଟ୍ ଆବେଦନ ଶୁଣାଣି…

ଭୁବନେଶ୍ବର ଓ ଖୋର୍ଦ୍ଧା ବିଜେଡି…

ଓଏଲ୍ ବ୍ୟୁରୋ: ପାଖେଇ ଆସୁଛି ୨୦୨୪ ନିର୍ବାଚନ। ଆଗାମୀ ନିର୍ବାଚନକୁ ନଜରରେ ରଖି ରାଜନୈତିକ ଅଙ୍କକଷା ଆରମ୍ଭ ହୋଇଯାଇଛି। ଏହାରି ମଧ୍ୟରେ ଭୁବନେଶ୍ବର ଓ ଖୋର୍ଦ୍ଧା ବିଜେଡି ସାଙ୍ଗଠନିକ ଜିଲ୍ଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ହୋଇଯାଇଛି। ଉଭୟ ଜିଲ୍ଲା ସଭାପତିଙ୍କ ସମେତ ସମସ୍ତ ପଦାଧିକାରୀ…

ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ…

ଓଏଲ୍ ବ୍ୟୁରୋ: ପାଖେଇ ଆସୁଛି ୨୦୨୪ ନିର୍ବାଚନ। ଆଗାମୀ ନିର୍ବାଚନକୁ ନଜରରେ ରଖି ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏହାରି ମଧ୍ୟରେ ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତିଙ୍କୁ ନୂଆ ଦାୟିତ୍ୱ ମିଳିଛି। ପୂର୍ବରୁ ରାଜ୍ୟ ବିଜେପିର ସଭାପତି ଥିବା ସମୀର ମହାନ୍ତିଙ୍କୁ ବିଜେପି ଜାତୀୟ…

ବାହାନଗା ଟ୍ରେନ୍ ଦୁର୍ଘଟଣା: ଆକ୍ସନ୍…

ଓଏଲ୍ ବ୍ୟୁରୋ: ବାହାନଗା ରେଳ ଦୁର୍ଘଟଣା ମାମଲାରେ ଜାତୀୟ ମାନବାଧିକାର କମିଶନ ହସ୍ତକ୍ଷେପ କରିଛନ୍ତି। ଏହି ମାମଲାରେ ମୁଖ୍ୟ ଶାସନ ସଚିବ ଓ ରେଲୱେ ବୋର୍ଡ ଅଧ୍ୟକ୍ଷଙ୍କୁ ଏନଏଚଆରସି ଚିଠି ଲେଖିଛ। ଦୁର୍ଘଟଣାର କ'ଣ ଆକ୍ସନ ନେଇଛନ୍ତି ରିପୋର୍ଟ ଦେବାକୁ ଚିଠି ଲେଖିଛନ୍ତି। ୪ ସପ୍ତାହ ଭିତରେ ରିପୋର୍ଟ ଦେବାକୁ…

ଆସନ୍ତାକାଲି ଲଞ୍ଚ୍ ହେବ ଚନ୍ଦ୍ରଯାନ-୩,…

ଓଏଲ୍ ବ୍ୟୁରୋ: ପୁଣିଥରେ ବିଶ୍ବ ଦରବାରରେ ଇତିହାସ ରଚିବା ପାଇଁ ପ୍ରସ୍ତୁତ ଭାରତ। କାରଣ ଚନ୍ଦ୍ରଯାନ-୩କୁ ନେଇ ଲାଗି ରହିଥିବା ଅପେକ୍ଷା ଶେଷ ହେବାକୁ ଯାଉଛି। ଜୁଲାଇ ୧୪ରେ ଅର୍ଥାତ ଆସନ୍ତାକାଲି ଚନ୍ଦ୍ରଯାନ-୩କୁ ଇସ୍ରୋ ଉତକ୍ଷେପଣ କରିବ। ଚନ୍ଦ୍ରଯାନ-୩ ଲଞ୍ଚ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଂଚିଛି।…

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ…

ଓଏଲ୍ ବ୍ୟୁରୋ: ରାଜ୍ୟରେ ମୌସୁମୀ ବର୍ଷା ଆରମ୍ଭ ହୋଇଛି। ମୌସୁମୀ ଆଗମନ ପରେ ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଅଂଚଳରେ ଜଳବନ୍ଦୀ ସମସ୍ୟା ଦେଖା ଦେଉଛି। ଯାହାକୁ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ସମ୍ଭାବ୍ୟ ଜଳବନ୍ଦୀ ଏବଂ ଆବଶ୍ୟକୀୟ…

ନବ ଦାସ ହତ୍ୟା ମାମଲା: ଝାରସୁଗୁଡ଼ା…

ଓଏଲ୍ ବ୍ୟୁରୋ: ବହୁଚର୍ଚ୍ଚିତ ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାକୁ ଆଉ କିଛି ଦିନରେ ପୂରିବ ୬ ମାସ। ଏହି ମାମଲାରେ ତଦନ୍ତ ଜାରି ରହିଥିବାବେଳେ ଝାରସୁଗୁଡ଼ାରେ ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ହତ୍ୟା ଅଭିଯୁକ୍ତ ଗୋପାଳ ଦାସ ପହଁଚିଥିବା ଜଣା ପଡିଛି। ଗୋପାଳ ଦାସକୁ ଚୌଦ୍ବାର…

ବର୍ଷାଦିନେ ବ୍ୟାପିଥାଏ ଡାଇରିଆ, ସତର୍କତା…

ଓଏଲ୍ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିଛି। ବର୍ଷା ପ୍ରଭାବରେ ସାଧାରଣତଃ ଡାଇରିଆ ରୋଗ ବ୍ୟାପିଥାଏ। ଏଥିରୁ ନିଜକୁ ଓ ନିଜ ପରିବାରକୁ ସୁରକ୍ଷିତ ରଖିବା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସତର୍କ ରହିବା ପାଇଁ ସାବଧାନତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍ୱାସ୍ଥ୍ୟ…

ରାଜ୍ୟରେ ପ୍ରବଳ ବର୍ଷିବ! ବଙ୍ଗୋପସାଗରରେ…

ଓଏଲ୍ ବ୍ୟୁରୋ: ରାଜ୍ୟରେ ମୌସୁମୀ ଆଗମନ ପରେ ମଧ୍ୟ ବର୍ଷାର ପରିମାଣ କମିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି ହୋଇଛି। କିଛି ଜିଲ୍ଲାରେ ଲଗାଣ ବର୍ଷା ଅନୁଭୂତ ହେଉଥିବା ବେଳେ କିଛି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହେଉଛି। ତେବେ ଆସନ୍ତା ୧୬ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…