ବଢୁଛି ହୀରାକୁଦ ଜଳସ୍ତର, ଆଉ ୩ଟି ଗେଟ୍…
ଓଏଲ୍ ବ୍ୟୁରୋ: ହୀରାକୁଦ ଡ୍ୟାମରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହୋଇଛି। ଗତକାଲି ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ଗେଟ୍ ଖୋଲାଯାଇଥିଲା। ଏହାପରେ ପର୍ଯ୍ୟାୟ କ୍ରମେ ୫ଟି ଗେଟ୍ ଖୋଲା ଯାଇଥିଲା। ତେବେ ଆଜି ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୧୪.୪୭ ଫୁଟରେ ପହଂଚିଛି। ହୀରାକୁଦର ଜଳସ୍ତର…