ହୀରାକୁଦ ଖୋଲିଛି ୧୨ଟି ଗେଟ୍, ମୁଣ୍ଡଳୀ…
ଓଏଲ୍ ବ୍ୟୁରୋ: ହୀରାକୁଦ ଡ୍ୟାମରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହୋଇଛି। ପ୍ରଥମେ ୭ ନମ୍ବର ଗେଟ୍ ଖୋଲାଯାଇଥିଲା। ଏହାପରେ ପର୍ଯ୍ୟାୟ କ୍ରମେ ୫ଟି ଗେଟ୍ ଖୋଲା ଯାଇଥିଲା। ତେବେ ହୀରାକୁଦର ଜଳସ୍ତର ବଢ଼ୁଥିବାରୁ ଡ୍ୟାମର ଆଉ ୩ ଗେଟ୍ ଖୋଲିଥିଲା। ଆଜି ସକାଳ ୯ଟା ସୁଦ୍ଧା ହୀରାକୁଦ ଜଳସ୍ତର…