Odisha Link
Bridging the Missing Links in Odisha

ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ: ୧୯ଟି ପ୍ରସ୍ତାବରେ ମୋହର ମାରିଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଯାଇଛି। ଦିନ ୧୨ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜିତ ହୋଇଛି। ତେବେ ରାଜ୍ୟ କ୍ୟାବିନେଟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ ବୈଠକରେ ବିଭିନ୍ନ ପ୍ରସ୍ତାବ ଉପରେ ମୋହର ମରାଯାଇଛି। ୧୦ରୁ ଅଧିକ ପ୍ରସ୍ତାବ ଉପରେ କ୍ୟାବିନେଟରେ ଆଲୋଚନା ହେବ ବୋଲି କୁହାଯାଉଥିବା ବେଳେ ୧୯ଟି ପ୍ରସ୍ତାବରେ ମୁଖ୍ୟମନ୍ତ୍ରୀ ମୋହର ମାରିଛନ୍ତି।

Leave A Reply

Your email address will not be published.