ମୌସୁମୀ ପ୍ରବାହ ଦୁର୍ବଳ, ତଥାପି ରାଜ୍ୟରେ…
ଓଏଲ୍ ବ୍ୟୁରୋ: ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ହୋଇଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ପ୍ରବାହ ଦୁର୍ବଳ ସ୍ଥିତିରେ ରହିଥିବାରୁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ମୌସୁମୀ ଟ୍ରଫ୍ ଲାଇନ୍ ସମୁଦ୍ର ପତ୍ତନରେ ହିମାଳୟ ପାଦଦେଶରେ ପ୍ରବାହିତ ହେଉଛି।…