ଦିନକ ପରେ ଚନ୍ଦ୍ରରେ ଲ୍ୟାଣ୍ଡ କରିବ…
ଓଏଲ୍ ବ୍ୟୁରୋ: ଗଡୁଛି ସମୟ ଆଉ ବଢୁଛି ହୃଦସ୍ପନ୍ଦନ। ସଫଳତାର ରୁପେଲି ଜହ୍ନ ଦେଖିବାକୁ ସାରା ଦେଶବାସୀ ଚାହିଁ ରହିଛନ୍ତି। ଇସ୍ରୋର ସଫଳ ଉତକ୍ଷେପଣ ଚନ୍ଦ୍ରଯାନ-୩କୁ ନେଇ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏହାରି ଭିତରେ ଚନ୍ଦଯାନ-୩ର ଦ୍ୱିତୀୟ ପର୍ଯ୍ୟାୟ ଡିବୁଷ୍ଟିଂ ସଫଳତାର ସହ ଶେଷ ହୋଇଛି। କକ୍ଷପଥର ଆକାର…