Odisha Link
Bridging the Missing Links in Odisha
Daily Archives

August 22, 2023

ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଜଗା…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀଜିଉଙ୍କ ବନକଲାଗି ନୀତି ଅବସରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଏହି ନୀତିରେ ଶୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର…

କଣ୍ଟାବାଞ୍ଜିକୁ ସ୍ୱତନ୍ତ୍ର ଜିଲ୍ଲା…

ଓଏଲ୍‌ ବ୍ୟୁରୋ: କଣ୍ଟାବାଞ୍ଜିକୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବି ଜୋର ଧରିଛି। ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଜିଲ୍ଲା ମାନ୍ୟତା ଦାବିରେ ଏହି ବନ୍ଦ ପାଳନ କରାଯାଉଛି। କଣ୍ଟାବାଞ୍ଜି ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ତେବେ ଏହାକୁ…

ସୌଭାଗ୍ୟଙ୍କୁ ସମ୍ବର୍ଧିତ କଲେ କ୍ରୀଡ଼ା…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ଫେରିଛନ୍ତି ଆଇରନ୍‌ମ୍ୟାନ୍‌ ସୌଭାଗ୍ୟ କୁମାର ରଥ। ବିଦେଶ ମାଟିରେ ଜାତୀୟ ପତାକା ଉଡ଼ାଇ ସାରା ରାଜ୍ୟ ପାଇଁ ଗୌରବ ଆଣିଥିବା ସୌଭାଗ୍ୟ ଓଡ଼ିଶା ଫେରିଛନ୍ତି। ୭୭ତମ ସ୍ବାଧୀନତା ଦିବସ ପୂର୍ବରୁ ୟୁରୋପ୍‌ ଓ ରୁଷ୍‌ର ସର୍ବୋଚ୍ଚ ଶୃଙ୍ଗ ୫୬୪୨ ମିଟର ଉଚ୍ଚ ମାଉଣ୍ଟ୍‌ ଏଲ୍‌ବ୍ରସ୍‌ରେ ଜାତୀୟ…

ବଢୁଛି ଉତ୍କଣ୍ଠା, ଆସନ୍ତାକାଲି ଚନ୍ଦ୍ରରେ…

ଓଏଲ୍‌ ବ୍ୟୁରୋ: ଗଡୁଛି ସମୟ ଆଉ ବଢୁଛି ହୃଦସ୍ପନ୍ଦନ। ସଫଳତାର ରୁପେଲି ଜହ୍ନ ଦେଖିବାକୁ ସାରା ଦେଶବାସୀ ଚାହିଁ ରହିଛନ୍ତି। ଇସ୍ରୋର ସଫଳ ଉତକ୍ଷେପଣ ଚନ୍ଦ୍ରଯାନ-୩କୁ ନେଇ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏହାରି ଭିତରେ ଚନ୍ଦ୍ରଯାନ-୩ର ଦ୍ୱିତୀୟ ପର୍ଯ୍ୟାୟ ଡିବୁଷ୍ଟିଂ ସଫଳତାର ସହ ଶେଷ ହୋଇଛି। କକ୍ଷପଥର…