Odisha Link
Bridging the Missing Links in Odisha
Daily Archives

August 23, 2023

ଅଭାବନୀୟ ଘଟଣା: ଭୁଶୁଡ଼ିଲା ପୋଲ,…

ଓଏଲ୍‌ ବ୍ୟୁରୋ: ମିଜୋରାମରେ ଘଟିଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରାଜଧାନୀ ଆଇଜଲ୍‌ ନିକଟ ସାଇରଙ୍ଗରେ ନିର୍ମାଣାଧୀନ ପୋଲ ଭୁଶୁଡ଼ି ୧୭ ଶ୍ରମିକଙ୍କ ଜୀବନ ଚାଲିଯାଇଥିବା ଖବର ସାମ୍ନାକୁ ଆସିଛି। ମିଜୋରାମର ରାଜଧାନୀ ଆଇଜଲ୍‌ ନିକଟ ସାଇରଙ୍ଗରେ ରେଳ ଓଭରବ୍ରିଜ୍‌ ଭୁଶୁଡ଼ିବାରୁ ଏଭଳି ଅଭାବନୀୟ…

ଭାରତ ଆସିବେ ଜୋ ବାଇଡେନ, ଜି-୨୦…

ଓଏଲ୍‌ ବ୍ୟୁରୋ: ପ୍ରଥମଥର ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ। ପଡ଼ୋଶୀ ରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଖୁବଶୀଘ୍ର ଭାରତ ଗସ୍ତରେ ଆସୁଛନ୍ତି ବୋଲି ହ୍ୱାଇଟ ହାଉସ ପକ୍ଷରୁ ଏହି ସୂଚନା ମିଳିଛି। ତେବେ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ସେ…

ପୁରୀରେ ନିର୍ମାଣ ହେବ ଅଭ୍ୟର୍ଥନା…

ଓଏଲ୍‌ ବ୍ୟୁରୋ: ଭକ୍ତଙ୍କ ସୁବିଧାକୁ ନଜରରେ ରଖି ପୁରୀ ବଡ଼ଦେଉଳର ୭୫ ମିଟର ପରିଧି ଭିତରେ ଦୁଇଟି ସ୍ଥାନରେ ଅଭ୍ୟର୍ଥନା କେନ୍ଦ୍ର ନିର୍ମାଣ କରାଯିବ। ଅକ୍ଟୋବରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଶେଷ ହେବା ନେଇ ସୂଚନା ପ୍ରକାଶ ପାଇଛି। ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ପରିକ୍ରମା ପ୍ରକଳ୍ପ ଓ…

ସୁଦର୍ଶନଙ୍କ ବାଲୁକା କଳାରେ…

ଓଏଲ୍‌ ବ୍ୟୁରୋ: ଗଡୁଛି ସମୟ ଆଉ ବଢୁଛି ହୃଦସ୍ପନ୍ଦନ। ସଫଳତାର ରୁପେଲି ଜହ୍ନ ଦେଖିବାକୁ ସାରା ଦେଶବାସୀ ଚାହିଁ ରହିଛନ୍ତି। ଭାରତର ମହତ୍ତ୍ବାକାଂକ୍ଷୀ ଚନ୍ଦ୍ର ଅଭିଯାନ ଉପରେ ସାରା ବିଶ୍ବର ନଜର ରହିଛି। ଆଜି ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବ ଚନ୍ଦ୍ରଯାନ-୩। ଏଥିପାଇଁ ବାଲୁକା କଳାରେ ଇସ୍ରୋକୁ…

ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀଜିଉଙ୍କ ବନକଲାଗି ନୀତି ଅବସରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଏହି ନୀତିରେ ଶୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ।…

ରୁପେଲି ଜହ୍ନ ଅଭିମୁଖେ ଇସ୍ରୋ: ଆଜି…

ଓଏଲ୍‌ ବ୍ୟୁରୋ: ଗଡୁଛି ସମୟ ଆଉ ବଢୁଛି ହୃଦସ୍ପନ୍ଦନ। ସଫଳତାର ରୁପେଲି ଜହ୍ନ ଦେଖିବାକୁ ସାରା ଦେଶବାସୀ ଚାହିଁ ରହିଛନ୍ତି। ଇସ୍ରୋର ସଫଳ ଉତକ୍ଷେପଣ ଚନ୍ଦ୍ରଯାନ-୩କୁ ନେଇ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ୯ ଘଣ୍ଟା ପରେ ଚନ୍ଦ୍ରପୃଷ୍ଠକୁ ଛୁଇଁବ ଚନ୍ଦ୍ରଯାନ। ତେବେ ଲ୍ୟାଣ୍ଡିଂ ବା ଅବତରଣର ଶେଷ ୧୫ରୁ ୧୭…