Odisha Link
Bridging the Missing Links in Odisha
Daily Archives

August 28, 2023

ଚନ୍ଦ୍ରଯାନ-୩: ରୋଭର ପ୍ରଜ୍ଞାନ୍‌କୁ ନେଇ…

ଓଏଲ୍‌ ବ୍ୟୁରୋ: ସାରା ବିଶ୍ବ ଦେଖିଲା ଭାରତର ପରାକ୍ରମ। ଦେଶର ଗଳିକନ୍ଦିରେ ଉତ୍ସବର ମାହୋଲ। ସବୁଠି ଖୁସି ଆଉ ଖୁସି। କାରଣ ଇତିହାସ ରଚିଛି ଇସ୍ରୋ। ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠରେ କରିଛି ସଫ୍ଟ ଲ୍ୟାଣ୍ଡିଂ। ଏହି ସଫଳତା ପରେ ଭାରତର ଚନ୍ଦ୍ରଯାତ୍ରା ସ୍ୱପ୍ନ ସାକାର ହୋଇଛି। ଆଉ ବିଶ୍ୱର ପ୍ରଥମ ଦେଶ ଭାବେ…

ଜିଓ ଗ୍ରାହକଙ୍କ ପାଇଁ ଖୁସିଖବର, ସାରା…

ଓଏଲ୍‌ ବ୍ୟୁରୋ: ଜିଓ ଗ୍ରାହକଙ୍କ ପାଇଁ ଖୁସିଖବର। ଅକ୍ଟୋବର ଶେଷ ସୁଦ୍ଧା ୫ଜି ସେବାକୁ ସାରା ଦେଶରେ ଲାଗୁକରାଯିବ। ଏନେଇ ମୁକେଶ ଅମ୍ବାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡର ୪୬ ତମ ଏଜିଏମକୁ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି, ଭାରତ ବିଶ୍ୱର ନେତୃତ୍ୱ ନେବାର କ୍ଷମତା ରଖିଛି। ନା ଭାରତ କେବେ ଅଟକିଛି ନା…

ସୂର୍ଯ୍ୟମୁହାଁ ଇସ୍ରୋ, ସେପ୍ଟେମ୍ବର…

ଓଏଲ୍‌ ବ୍ୟୁରୋ: ଚନ୍ଦ୍ର ପରେ ଏବେ ସୂର୍ଯ୍ୟମୁହାଁ ଇସ୍ରୋ। ଲଞ୍ଚ୍ ହେବ ଆଦିତ୍ୟ ଏଲ୍-୧। ମହାକାଶରେ ରହି ଆଦିତ୍ୟ ଏଲ୍-୧ ସୂର୍ଯ୍ୟ ଉପରେ ତଥ୍ୟ ଯୋଗାଇବ। ତେବେ ଏନେଇ ଟ୍ୱିଟ ଯୋଗେ ଇସ୍ରୋ ପକ୍ଷରୁ ସୂଚନା ଦେଇଛନ୍ତି। ସଫଳ ଚନ୍ଦ୍ରଯାତ୍ରା ପରେ ଖୁବଶୀଘ୍ର ସୂର୍ଯ୍ୟ ଅଭିଯାନ କରିବାକୁ ଯାଉଛି ଭାରତ। ଏହି…

ଜାଭଲିନ୍‌ ଥ୍ରୋୟର କିଶୋର ଜେନାଙ୍କ ପାଇଁ…

ଓଏଲ୍‌ ବ୍ୟୁରୋ: ଭାରତୀୟ କ୍ରୀଡ଼ା ଇତିହାସରେ ରବିବାର ସବୁଠାରୁ ବଡ଼ ମୁହୂର୍ତ୍ତ ଯୋଡ଼ି ହୋଇଛି। ବିଶ୍ବ ଆଥଲେଟିକ୍ସ ଚାମ୍ପିଅନସିପର ଦୀର୍ଘ ୪୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ଭାରତକୁ ସ୍ବର୍ଣ୍ଣ ପଦକ ମିଳିଛି। ଅଲିମ୍ପିକ ସ୍ବର୍ଣ୍ଣ ବିଜୟର ଠିକ୍‌ ଦୁଇ ବର୍ଷ ପରେ ଜାଭଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ଏହି…

ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ଶେଷକୃତ୍ୟ…

ଓଏଲ୍‌ ବ୍ୟୁରୋ: ଆଉ ନାହାନ୍ତି କବି ଜୟନ୍ତ ମହାପାତ୍ର। ସାହିତ୍ୟ ଜଗତରେ ଶୋକର ଛାୟା। ପଞ୍ଚଭୂତରେ ଲୀନ ହେଲେ ସୁଖ୍ୟାତ ସାହିତ୍ୟିକ ଜୟନ୍ତ ମହାପାତ୍ର। କଟକ ଖାନନଗରରେ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଜାଦାର ସହ ଶେଷକୃତ୍ୟ କରାଗଲା। ଅଶ୍ରୁଳ ଆଖିରେ ଆତ୍ମୀୟ ସ୍ୱଜନ ବିଦାୟ ଦେଇଛନ୍ତି। କଟକ ଖାନନଗର ଇଲେକଟ୍ରିକ…

ବିଜୁ ଆଦର୍ଶ କଲୋନୀର ଲୋକାର୍ପଣ,…

ଓଏଲ୍‌ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀ ଜାଗା ମିଶନ ଜରିଆରେ ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଭୂମିହୀନଙ୍କୁ ପଟ୍ଟା ଦିଆଯାଇଛି। ରାଜ୍ୟର ୫ଟି ମହାନଗର ନିଗମର ୬୫ ହଜାର ବସ୍ତିବାସିନ୍ଦାଙ୍କୁ ଜମି ପଟ୍ଟା…

ଇତିହାସ ରଚିଲେ ନୀରଜ, ଭାରତ ପାଇଁ ଆଣିଲେ…

ଓଏଲ୍‌ ବ୍ୟୁରୋ: ପୁଣି କମାଲ କଲେ ଜାଭଲିନ୍ ଥ୍ରୋୟର ନୀରଜ ଚୋପ୍ରା। ଭାରତୀୟ କ୍ରୀଡ଼ା ଇତିହାସରେ ରବିବାର ସବୁଠାରୁ ବଡ଼ ମୁହୂର୍ତ୍ତ ଯୋଡ଼ି ହୋଇଛି। ବିଶ୍ବ ଆଥଲେଟିକ୍ସ ଚାମ୍ପିଅନସିପର ଦୀର୍ଘ ୪୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ଭାରତକୁ ସ୍ବର୍ଣ୍ଣ ପଦକ ମିଳିଛି। ଅଲିମ୍ପିକ ସ୍ବର୍ଣ୍ଣ ବିଜୟର ଠିକ୍‌ ଦୁଇ…