Odisha Link
Bridging the Missing Links in Odisha
Daily Archives

September 11, 2023

ୱାର୍ଡ ମେମ୍ବରଙ୍କୁ ଆକ୍ରମଣ କରିବା ପଡ଼ିଲା…

ଓଏଲ୍‌ ବ୍ୟୁରୋ: ଜଙ୍କିଆ ଥାନା ଏଏସ୍ଆଇ ନିଲମ୍ବିତ ହୋଇଥିବା ଖବର ସାମ୍ନାକୁ ଆସିଛି। ୱାର୍ଡ ମେମ୍ବରଙ୍କୁ ଆକ୍ରମଣ କରିବା ପଡ଼ିଲା ମହଙ୍ଗା। ଜଙ୍କିଆ ଥାନା ଏଏସଆଇ ନିରଞ୍ଜନ ମହାନ୍ତି ନିଲମ୍ବିତ ହୋଇଛନ୍ତି। ଜଙ୍କିଆ ଥାନା ଏଏସଆଇ ନିରଞ୍ଜନ ମହାନ୍ତି ୱାର୍ଡ ମେମ୍ବରଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା।…

କମୁନି ଡେଙ୍ଗୁ ରୋଗ, ମୁଖ୍ୟ ଶାସନ ସଚିବ…

ଓଏଲ୍‌ ବ୍ୟୁରୋ: ରାଜଧାନୀରେ ଡେଙ୍ଗୁ ଥମିବା ନାଁ ଧରୁନି। ରାଜଧାନୀ ଭୁବନେଶ୍ବରରେ ଘରେ ଘରେ ଡେଙ୍ଗୁ ସଂକ୍ରମଣ ମାଡିବାର ଖବର ସାମ୍ନାକୁ ଆସିଛି। ଡେଙ୍ଗୁରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୀଡ଼ିତ ହୋଇଥିବା ଜଣା ପଡିଛି। ଡେଙ୍ଗୁରେ ପୀଡ଼ିତ ହୋଇ ମୁଖ୍ୟ ସଚିବ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ…

ଶିଶୁ ଉପନ୍ୟାସ ‘କୁନିବଣି’ ଓ ‘ମୁଁ ବି…

ଓଏଲ୍‌ ବ୍ୟୁରୋ: ଗତକାଲି ସ୍ଥାନୀୟ ଲୋହିଆ ଏକାଡ଼େମୀ ସଭାଗୃହରେ ଡ଼ ନରେନ୍ଦ୍ର ପ୍ରସାଦ ଦାସଙ୍କ ସଭାପତିତ୍ୱରେ ଓଡ଼ିଆ ଶିଶୁ ଉପନ୍ୟାସ ‘କୁନିବଣି’ ଓ କନ୍ନଡ଼ରୁ ଅନୁବାଦିତ ଶିଶୁ ଉପନ୍ୟାସ ‘ମୁଁ ବି ଆମ୍ବେଦକର’ ଉନ୍ମୋଚିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ପ୍ରଫେସର ଡକ୍ଟର ଶାନ୍ତନୁ କୁମାର ଆଚାର୍ଯ୍ୟ,…

ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡ଼ୁଆ,…

ଓଏଲ୍‌ ବ୍ୟୁରୋ: ଅଡ଼ୁଆରେ ଚର୍ଚ୍ଚିତ ଗାୟକ ସୌରୀନ ଭଟ୍ଟ। ଗାୟକ ସୌରୀନ ଭଟ୍ଟଙ୍କ ଉପରେ ଜଣେ ଯୁବତୀ ଯୌନ ଶୋଷଣ ମାମଲା ନେଇ ଅଭିଯୋଗ ଆଣିଥିବା ଜଣା ପଡିଛି। ହାଇକୋର୍ଟ ସୌରିନଙ୍କ ଆଗୁଆ ଜାମିନ ଆବେଦନ ଖାରଜ କରିଥିଲେ। ବର୍ତ୍ତମାନ କମିଶନରେଟ ପୁଲିସ ଲୁକଆଉଟ ସର୍କୁଲାର ଜାରି କରିଛି। ଯୁବତୀଙ୍କ ସହ ଶାରୀରିକ…

୨୦ ହଜାର ପ୍ରାଥମିକ ଶିକ୍ଷକଙ୍କୁ ମିଳିବ…

ଓଏଲ୍‌ ବ୍ୟୁରୋ: ୨୦ ହଜାର ପ୍ରାଥମିକ ଶିକ୍ଷକ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ଯୋଜନାଭିତ୍ତିକ (ସିମାଟିକ୍‌) ନିଯୁକ୍ତି ପାଇଁ ଓଡି଼ଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ୱେବସାଇଟ୍‌ରେ ସୋମବାର ବିଜ୍ଞପ୍ତି…

ଓଡ଼ିଶାରେ ଦ୍ୱିତୀୟ ବନ୍ଦେ ଭାରତ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ ହୋଇଛି। ପୁରୀରୁ ରାଉରକେଲା ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଟ୍ରେନ୍ ଆଜି ପୁରୀରୁ ତାଳଚେର ମଧ୍ୟରେ ଟ୍ରାଏଲ ରନ୍ ଆରମ୍ଭ ହୋଇଛି। ଟ୍ରାଏଲ ରନ୍ ବେଳେ ଖୋର୍ଦ୍ଧା, ଭୁବନେଶ୍ୱର, କଟକ ଓ ଢ଼େଙ୍କାନାଳ ଷ୍ଟେସନରେ ମାତ୍ର ୨…

ଆଜିଠୁ ଶଙ୍ଖ ଭବନରେ ପ୍ରଶିକ୍ଷଣ ଶିବିର,…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଏହାରି ମଧ୍ୟରେ ବିଭିନ୍ନ ଦଳ ନିଜର ନିର୍ବାଚନୀ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥିରେ ରାଜ୍ୟ ସରକାର ନିଜର ଯୋଜନାକୁ ପ୍ରସ୍ତୁତି କରି ସାକାର କରିବାରେ ଲାଗିଛନ୍ତି। ଏହାରି ମଧ୍ୟରେ ଆଜିଠୁ ଶଙ୍ଖ ଭବନରେ ବିଜେଡିର ପ୍ରଶିକ୍ଷଣ ଶିବିର ଆରମ୍ଭ ହେବାକୁ…