Odisha Link
Bridging the Missing Links in Odisha
Daily Archives

September 13, 2023

୧୩ ଓଡ଼ିଆ ଆଥଲେଟଙ୍କୁ ମିଳିବ ସହାୟତା…

ଓଏଲ୍‌ ବ୍ୟୁରୋ: ଏସିଆନ୍ ଗେମ୍ସ ପାଇଁ ଯୋଗ୍ୟ ୧୩ ଓଡ଼ିଆ ଆଥଲେଟଙ୍କ ପାଇଁ ଖୁସି ଖବର। ଏସିଆନ୍ ଗେମ୍ସ ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ୧୩ ଓଡ଼ିଆ ଆଥଲେଟଙ୍କ ପାଇଁ ସହାୟତା ରାଶି ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରତି ଆଥଲେଟଙ୍କୁ…

ସମ୍‌ ଅଲ୍ଟିମେଟ୍‌ ମେଡିକେୟାରରେ ପ୍ରଥମ…

ଓଏଲ୍‌ ବ୍ୟୁରୋ: ସମ୍‌ ଅଲ୍ଟିମେଟ୍‌ ମେଡିକେୟାରରେ ମଙ୍ଗଳବାର ପ୍ରଥମ ଜାତୀୟ ମେଡିକାଲ୍‌ ରେକର୍ଡ୍ସ ଦିବସ ପାଳିତ ହୋଇଯାଇଛି। ଚଳିତ ବର୍ଷ ହେଲ୍‌ଥ ରେକର୍ଡ୍ସ ଆସୋସିଏସନ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ମେଡିକାଲ୍‌ ରେକର୍ଡ୍ସକୁ ଅଧିକ ଗୁରୁତ୍ୱ ଦିଆଯିବା ପରିପ୍ରେକ୍ଷୀରେ ସାରା ଦେଶରେ ଏହି ଦିବସ ପାଳନ କରାଯାଇଛି।…

ଆସନ୍ତା ୧୯ରେ ଗଣେଶ ଚତୁର୍ଥୀ, ଜାଣନ୍ତୁ…

ଓଏଲ୍‌ ବ୍ୟୁରୋ: ଭାଦ୍ରବ ମାସ ଶୁକ୍ଳ ଚତୁର୍ଥୀରେ ଆଦିଦେବ ଗଣେଶଙ୍କର ପୂଜା କରାଯାଏ। ସନାତନ ହିନ୍ଦୁ ଧର୍ମରେ ଗଣେଶଙ୍କୁ କେବଳ ପଞ୍ଚଦେବତାଙ୍କ ମଧ୍ୟରେ ପୂଜା କରାଯାଏ ତାହା ନୁହେଁ। ଯେକୌଣସି ପୂଜା, ଧାର୍ମିକ ବା ମାଙ୍ଗଳିକ କାର୍ଯ୍ୟରେ ଗଣେଶଙ୍କୁ ପ୍ରଥମେ ଆବାହନ କରାଯାଏ। ଗଣେଶ ସିଦ୍ଧି, ସମୃଦ୍ଧି ଓ…

ରାଜ୍ୟରେ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା:…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଉଠୁଛି ପଡ଼ୁଛି ଓଡ଼ିଶା ରାଜନୀତି। ନିର୍ବାଚନକୁ ଆଖି ଆଗରେ ରଖି ରାଜ୍ୟର ତିନି ପ୍ରମୁଖ ଦଳ ଅଙ୍କକଷା ଆରମ୍ଭ କଲେଣି। ତେବେ ଆଗୁଆ ନିର୍ବାଚନ ହେବା ନେଇ ଚର୍ଚ୍ଚା ହେଉଥିବାବେଳେ ହାର ଆଶା ଆଶଙ୍କା ବଢ଼ିବାରେ ଲାଗିଛି। ଆଜି ନିର୍ବାଚନ ପ୍ରସ୍ତୁତି ସମୀକ୍ଷା…

ଲଗାଣ ବର୍ଷାରେ ବେହାଲ ପାରଳାଖେମୁଣ୍ଡି,…

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ତେବେ ତାହା ଦୁର୍ବଳ ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଥିଲା। ବର୍ତ୍ତମାନ ପୁଣି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ…

ଥମୁନି କଣ୍ଟାବାଞ୍ଜିକୁ ସ୍ୱତନ୍ତ୍ର…

ଓଏଲ୍‌ ବ୍ୟୁରୋ: କଣ୍ଟାବାଞ୍ଜିକୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବି ଜୋର ଧରିଛି। ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଜିଲ୍ଲା ମାନ୍ୟତା ଦାବିରେ ଏହି ବନ୍ଦ ପାଳନ କରାଯାଉଛି। କଣ୍ଟାବାଞ୍ଜି ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ତେବେ ଏହାକୁ…

ଆଫ୍ରିକୀୟ ଦେଶ ଲିବ୍ୟାରେ ପ୍ରକୃତିର…

ଓଏଲ୍‌ ବ୍ୟୁରୋ: ଆଫ୍ରିକୀୟ ଦେଶ ଲିବ୍ୟାରେ ପ୍ରକୃତିର ତାଣ୍ଡବ। ଆଫ୍ରିକୀୟ ଦେଶ ଲିବ୍ୟାରେ ସାମୁଦ୍ରିକ ଝଡ ‘ଡାନିଏଲ’ ପ୍ରଳୟ ସୃଷ୍ଟି କରିଛି। ଲିବ୍ୟାରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟାସ୍ଥିତି ସୃଷ୍ଟି ହୋଇଛି। ଏହା ପ୍ରଭାବରେ ୫ହଜାର ଲୋକଙ୍କ ମୃତ୍ୟୁ ହୋଇଛି। ଝଡ଼ ଓ ବନ୍ୟା ପ୍ରଭାବରେ ଅନେକ ଉପକୂଳ ସହର…

ନିର୍ବାଚନ ପ୍ରସ୍ତୁତି ସମୀକ୍ଷା: ଆଜି…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଉଠୁଛି ପଡ଼ୁଛି ଓଡ଼ିଶା ରାଜନୀତି। ନିର୍ବାଚନକୁ ଆଖି ଆଗରେ ରଖି ରାଜ୍ୟର ତିନି ପ୍ରମୁଖ ଦଳ ଅଙ୍କକଷା ଆରମ୍ଭ କଲେଣି। ତେବେ ଆଗୁଆ ନିର୍ବାଚନ ହେବା ନେଇ ଚର୍ଚ୍ଚା ହେଉଥିବାବେଳେ ହାର ଆଶା ଆଶଙ୍କା ବଢ଼ିବାରେ ଲାଗିଛି। ଆଜି ନିର୍ବାଚନ ପ୍ରସ୍ତୁତି ସମୀକ୍ଷା…

ଲଘୁଚାପ ପ୍ରଭାବ: କଳାହାଣ୍ଡିରେ ସର୍ବାଧିକ…

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ତେବେ ତାହା ଦୁର୍ବଳ ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଥିଲା। ବର୍ତ୍ତମାନ ପୁଣି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ…

ସର୍ଚ୍ଚ ଅପରେସନ ସମୟରେ ଏନ୍‌କାଉଣ୍ଟର,…

ଓଏଲ୍‌ ବ୍ୟୁରୋ: କାଶ୍ମୀର ରଜୌରୀରେ ଏନ୍‌କାଉଣ୍ଟର କରାଯାଇଛି। ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ ହୋଇଥିବା ଜଣା ପଡିଛି। ଗୁଳିବିନିମୟ ବେଳେ ଜଣେ ଯବାନ ସହିଦ ହୋଇଥିବାବେଳେ ଆଉ ୩ ଆହତ ହୋଇଛନ୍ତି। ସର୍ଚ୍ଚ ଅପରେସନ ବେଳେ ୬ ବର୍ଷର ସେନା କୁକୁର 'କେଣ୍ଟ'ର ମୃତ୍ୟୁ ହୋଇଛି। ଆତଙ୍କବାଦୀ ଲୁଚିଥିବା ସନ୍ଦେହରେ…