ଘୂର୍ଣ୍ଣିବଳୟ ସକ୍ରିୟ, ଆଗାମୀ ୪୮ ଘଣ୍ଟା…
ଓଏଲ୍ ବ୍ୟୁରୋ: ପୂର୍ବ-କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୩.୧ ରୁ ୫.୮ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ଆଶଙ୍କା କରାଯାଉଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ତନରେ ପୁଣି ବର୍ଷା ଲାଗି…