ପ୍ରମିଳା ମଲ୍ଲିକ: ୨୩ ବର୍ଷର ରାଜନୈତିକ…
ଓଏଲ୍ ବ୍ୟୁରୋ: ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ଆଉ ଏଥିସହିତ କାଲି ଅନୁଷ୍ଠିତ ହେବ ବାଚସ୍ପତି ନିର୍ବାଚନ। ବାଚସ୍ପତି ନିର୍ବାଚନ ପାଇଁ ଆଜି ବିଜେଡି ପ୍ରାର୍ଥୀ ପ୍ରମିଳା ମଲ୍ଲିକ ମନ୍ତ୍ରୀ ପଦରୁ ଇସ୍ତଫା ଦେଇ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ପ୍ରମିଳା…