Odisha Link
Bridging the Missing Links in Odisha
Daily Archives

October 3, 2023

କେନ୍ଦ୍ରୀୟ ଯୋଜନାରେ ଦୁର୍ନୀତି ପ୍ରସଙ୍ଗ:…

ଓଏଲ୍‌ ବ୍ୟୁରୋ: ଦିନିକିଆ ଓଡ଼ିଶା ଗସ୍ତରେ ଦୁଇ କେନ୍ଦ୍ରମନ୍ତ୍ରୀ। କେନ୍ଦ୍ର ସୂଚନା ଓ ପ୍ରସାରଣ, ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁର ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ…

ଜାଲରେ ପଡ଼ିଲା ବିରାଟକାୟ ମାଛ, ଦୀଘା ମାଛ…

ଓଏଲ୍‌ ବ୍ୟୁରୋ: ପାରାଦୀପରୁ ଏକ ବିଶାଳକାୟ ମାଛ ଜାଲରେ ପଡିଥିବା ଜଣା ପଡିଥିବା ଖବର ସାମ୍ନାକୁ ଆସିଛି। ମାଛଟିର ଓଜନ ୧୧୦ କେଜି। ଜାଲରେ ପଡ଼ିଥିବା ୧୧୦ କେଜିର ବିରାଟ ମାଛ ୨୫ ହଜାର ଟଙ୍କାରେ ବିକ୍ରି କଲେ ପାରାଦୀପ ମତ୍ସ୍ୟଜୀବୀ। ତେବେ ସେ ଏହି ମାଛକୁ ପାରାଦୀପରୁ ଧରିଥିବାବେଳେ ଦୀଘା ମାଛ ମାର୍କେଟରେ…

ହାତୀଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ: ୮…

ଓଏଲ୍‌ ବ୍ୟୁରୋ: ଦୁଇ ଦିନର ବିରତି ପରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ଆଜି ପୁଣି ଆରମ୍ଭରୁ ଗୃହ ସରଗରମ ହୋଇଛି। ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବିବୃତିରୁ ଜନବିରୋଧୀ ଶଦ୍ଦ ବାଦ୍ ଦେବା ଦାବିରେ…

ସନ୍ଦେହ ଘେରରେ ମହିଳା ଏଏସ୍ଆଇଙ୍କ ମୃତ୍ୟୁ…

ଓଏଲ୍‌ ବ୍ୟୁରୋ: ରାଉରକେଲା ଉଦିତନଗର ଥାନାର ମହିଳା ଏଏସଆଇ ଏ.ଏନ.ଲୁଗୁନଙ୍କ ମୃତ୍ୟୁ ଘଟଣାରେ ଆଉ ଏକ ଖବର ସାମ୍ନାକୁ ଆସିଛି। ମାରପିଟ୍ ଘଟଣାରେ ୨ ଜଣଙ୍କୁ ପୁଲିସ ଗିରଫ କରିଛି। ହେଲେ ଏଯାଏଁ ମୃତ୍ୟୁ ଘଟଣାରୁ ପରଦା ହଟିପାରିନାହିଁ। ସେପଟେ ଲୁଗୁନଙ୍କ ମୃତଦେହ ପରିବାର ଲୋକ ଗ୍ରହଣ କରୁନାହାନ୍ତି।…

ବେପରୁଆ ଡ୍ରାଇଭିଂ ଯୋଗୁଁ ଅଘଟଣ! ମହାନଦୀ…

ଓଏଲ୍‌ ବ୍ୟୁରୋ: ମହାନଦୀ ବ୍ରିଜ ନିକଟରେ ଏକ ଅଭାବନୀୟ ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଛି। ଏକ ଘରୋଇ ବସ୍ ଅନୁଗୁଳରୁ ଭୁବନେଶ୍ୱର ଆସୁଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଦୁର୍ଘଟଣାରେ କେହି ମୃତାହତ ହୋଇନଥିବାବେଳେ ବାଙ୍କୀ ମହାନଦୀ ବ୍ରିଜରେ ଯାତ୍ରୀବାହୀ ବସ୍‌ ଲଟକିରହିଥିଲା।…

ନାଇଜର କ୍ୟାମ୍ପସରେ ମୁଖ୍ୟମନ୍ତ୍ରୀ,…

ଓଏଲ୍‌ ବ୍ୟୁରୋ: ଜଟଣୀ ନାଇଜର କ୍ୟାମ୍ପସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଂଚିଛନ୍ତି। ଟାଟା ମେମୋରିଆଲ କ୍ୟାନସର ହସ୍ପିଟାଲର ଶିଳାନ୍ୟାସ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାଇଜର କ୍ୟାମ୍ପସରେ ଉପସ୍ଥିତ ରହିଛନ୍ତି। ତାଙ୍କ ସହ ଜଟଣୀ ବିଧାୟକ ସୁର ରାଉତରାୟ ମଧ୍ୟ ଉପସ୍ଥିତ ରହିଛନ୍ତି। ସୂଚନା…

ଦିନକ ପରେ ବିଶ୍ୱକପ୍‌ ୨୦୨୩ ଆରମ୍ଭ:…

ଓଏଲ୍‌ ବ୍ୟୁରୋ: କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର। ବିଶ୍ୱକପ୍‌ ଟୁର୍ଣ୍ଣାମେଣ୍ଟ ପାଇଁ ଉତ୍ସାହ ବଢୁଥିବା ବେଳେ ଦିନିକିଆ ବିଶ୍ୱକପକୁ ଅପେକ୍ଷା କରିଛନ୍ତି କ୍ରିକେଟପ୍ରେମୀ। ତେବେ ଦିନକ ପରେ ଦିନିକିଆ ବିଶ୍ୱକପ୍‌ ୨୦୨୩ ଆରମ୍ଭ ହେବାକୁ ଯାଉଛି। ଆସନ୍ତା ଅକ୍ଟୋବର ୫ରେ ବିଶ୍ଵକପ ଆରମ୍ଭ ହେବାକୁ ଥିବାବେଳେ…

ବିଜେଡିର ‘ଜନ ସମ୍ପର୍କ ପଦଯାତ୍ରା’ର…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ବିଭିନ୍ନ ଦଳ ନିଜର ରାଜନୈତିକ ଗୋଟି ଚାଳନା ଆରମ୍ଭ କରିଥିବାବେଳେ ବିଜୁ ଜନତା ଦଳ ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ଅକ୍ଟୋବର ୨ ତାରିଖରୁ ଅକ୍ଟୋବର ୧୧ ତାରିଖ ଲୋକନାୟକ ଜୟପ୍ରକାଶ ନାରାୟଣ ଜୟନ୍ତୀ ପର୍ଯ୍ୟନ୍ତ ଏହି ପଦଯାତ୍ରା ଜାରି ରହିବ।…

ମହାନଦୀ ବ୍ରିଜରେ ଲଟକିଛି ଯାତ୍ରୀବାହୀ…

ଓଏଲ୍‌ ବ୍ୟୁରୋ: ମହାନଦୀ ବ୍ରିଜ ନିକଟରେ ଏକ ଅଭାବନୀୟ ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଛି। ଏକ ଘରୋଇ ବସ୍ ଅନୁଗୁଳରୁ ଭୁବନେଶ୍ୱର ଆସୁଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଦୁର୍ଘଟଣାରେ କେହି ମୃତାହତ ହୋଇନଥିବାବେଳେ ବାଙ୍କୀ ମହାନଦୀ ବ୍ରିଜରେ ଲଟକିଛି ଯାତ୍ରୀବାହୀ ବସ୍‌।…

ଏସୀୟ କ୍ରୀଡ଼ା: ନେପାଳକୁ ହରାଇ…

ଓଏଲ୍‌ ବ୍ୟୁରୋ: ଭାରତ ପାଇଁ ଗର୍ବର ବିଷୟ। ଚୀନର ହାଙ୍ଗଝୌରେ ଖେଳାଯାଉଥିବା ୧୯ ତମ ଏସିଆନ୍‌ ଗେମ୍ସରେ ଭାରତୀୟ ଖେଳାଳିଙ୍କ ଦବଦବା ଜାରି ରହିଛି। ଏସିଆନ ଗେମ୍ସ କ୍ରିକେଟ୍‌ ସେମିରେ ଭାରତ ପହଂଚିଛି। ନେପାଳକୁ ୨୩ ରନ୍‌ରେ ହରାଇ ଭାରତ ସେମି ଫାଇନାଲରେ ପହଂଚିଛି। ନେପାଳକୁ ୨୦୩ ରନ୍‌ର ଟାର୍ଗେଟ ଦେଇଥିଲା…