କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ କଡ଼ା…
ଓଏଲ୍ ବ୍ୟୁରୋ: କ୍ୟାପିଟାଲ ହସ୍ପିଟାଲରେ ଶିଶୁ ବଦଳ ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଥିଲା। ପୁଅ ହୋଇଛି କହି ଝିଅ ଧରାଇବା ପରି ସାଂଘାତିକ ଅଭିଯୋଗ ହୋଇଥିଲା। ଏହା ପରେ ଡିଏନ୍ଏ ଟେଷ୍ଟ ହୋଇଥିଲା। ରିପୋର୍ଟ ଆସିବା ପରେ ହସ୍ପିଟାଲ ନିର୍ଦ୍ଦେଶକ କହିଛନ୍ତି, ଜଣେ ଲୋକଙ୍କ ହୀନ ମାନସିକତା ପାଇଁ ହସ୍ପିଟାଲ…