Odisha Link
Bridging the Missing Links in Odisha
Daily Archives

October 17, 2023

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ମା’…

ଓଏଲ୍‌ ବ୍ୟୁରୋ: ଖୋର୍ଦ୍ଧା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ଏକ ତେଲ ଟ୍ୟାଙ୍କର ଧକ୍କା ଦେବା ଦ୍ୱାରା ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି। ସ୍କୁଲ୍‌ ଛୁଟି ପରେ ମାଆ ସହ ପୁଅ ସ୍କୁଟିରେ ଫେରୁଥିବା ବେଳେ ଦୁର୍ଘଟଣା ହେବ ଦ୍ୱାରା ପୁଅର ଜୀବନ ଚାଲିଯାଇଛି। ଟାଉନ୍ ଥାନା…

ତୀବ୍ର ହୋଇଛି ଗାଜା-ଇସ୍ରାଏଲ ସଂଘର୍ଷ,…

ଓଏଲ୍‌ ବ୍ୟୁରୋ: ଇସ୍ରାଏଲ ଓ ପାଲେଷ୍ଟାଇନ୍ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଇସ୍ରାଏଲି ସେନା ଓ ହମାସ୍ ଆତଙ୍କବାଦୀ ସଙ୍ଗଠନ ମଧ୍ୟରେ ଭୀଷଣ ସଂଘର୍ଷ ଯୋଗୁଁ ଇସ୍ରାଏଲର ଅନେକ ଅଞ୍ଚଳ ଭାରୀ ମାତ୍ରାରେ କ୍ଷତିଗ୍ରସ୍ତ ହୋଇଛି। ହମାସ ଉପରେ ଇସ୍ରାଏଲର ଘନ ଘନ ଆକ୍ରମଣ ଜାରି ରହିଛି। ଗାଜା ସୀମାନ୍ତବର୍ତ୍ତୀ ଅଞ୍ଚଳକୁ…

ପାର୍ବଣ ପାଇଁ ଝଲସୁଛି ସହର, ସଜେଇ ହେଲାଣି…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ପାର୍ବଣର ଋତୁ। ଏହାକୁ ନେଇ ଚଳଚଞ୍ଚଳ ହୋଇ ଉଠିଲାଣି ସମସ୍ତ ପୂଜା ମଣ୍ଡପ। ଅକ୍ଟୋବର ଓ ନଭେମ୍ବରରେ ବିଭିନ୍ନ ପୂଜା ଯଥା ଦୁର୍ଗାପୂଜା, କାଳୀପୂଜା, ଲକ୍ଷ୍ମୀପୂଜା ଇତ୍ୟାଦି ଅନୁଷ୍ଠିତ ହେବାକୁ ଯାଉଛି। ଦୁର୍ଗାପୂଜା ପାଇଁ ସଜେଇ ହେଲାଣି ଗାଁଠୁ ସହର। ବଡ ବଡ ତୋରଣରେ ସଜେଇ…

ଉପରମୁହାଁ ସ୍କ୍ରବ୍‌ ଟାଇଫସ୍‌:…

ଓଏଲ୍‌ ବ୍ୟୁରୋ: ଡେଙ୍ଗୁ ଓ ମ୍ୟାଲେରିଆକୁ ନେଇ ଭୟ ଲାଗି ରହିଥିବାବେଳେ ଏବେ ଆଉ ଏକ ଆତଙ୍କ ଦେଖିବାକୁ ମିଳିଛି। ବର୍ତ୍ତମାନ ସ୍କ୍ରବ ଟାଇଫସ୍‌ ଭୂତାଣୁ ଜନିତ ରୋଗର ଆତଙ୍କ ଓଡ଼ିଶାରେ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୧୪ ସ୍କ୍ରବ୍‌ ଟାଇଫସ୍‌ ଆକ୍ରାନ୍ତ ଚିହ୍ନଟ କରାଯାଇଛି।…

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା: ଆଉ ୩ଟି…

ଓଏଲ୍‌ ବ୍ୟୁରୋ: ଐତିହ୍ୟ ସ୍ଥଳର ବିକାଶ ପାଇଁ ଆଜି ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିବେ। ଗାଁରେ ଆରମ୍ଭ ହୋଇଛି ବିକାଶର ନୂଆ ଯୁଗ। ପ୍ରତି ପଞ୍ଚାୟତରେ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନକୁ ସଶକ୍ତ ଓ ସମୃଦ୍ଧ କରିବାକୁ ରାଜ୍ୟ…

ମାତିଛନ୍ତି ଲୁଟେରା, ମନ୍ଦିର ହୁଣ୍ଡିକୁ…

ଓଏଲ୍‌ ବ୍ୟୁରୋ: ରାଜଧାନୀର ମାତିଛନ୍ତି ଲୁଟେରା ଗ୍ୟାଙ୍ଗ। କେତେବେଳେ କେଉଁ ସରକାରୀ ବାବୁ ତ କେତେବେଳେ ସାଧାରଣ ଜନତା ଏହି ଲୁଟେରା ଗ୍ୟାଙ୍ଗର ଶିକାର ହେଉଛନ୍ତି। ଏଥର କିନ୍ତୁ ଅତି ଆଶ୍ଚର୍ଯ୍ୟକର ଘଟଣା ଘଟିଛି। ମନ୍ଦିର ହୁଣ୍ଡିରୁ ବିଳମ୍ବିତ ରାତିରେ ଲୁଟ୍‌ ହୋଇଥିବା ଖବର ସାମ୍ନାକୁ ଆସିଛି। ଖୋର୍ଦ୍ଧା…

ପାର୍ବଣରେ ବର୍ଷା ଛିଟା! ଆଗାମୀ ୪୮ ଘଣ୍ଟା…

ଓଏଲ୍‌ ବ୍ୟୁରୋ: ପାଖେଇ ଆସିଲା ପାର୍ବଣର ଋତୁ ଏହାକୁ ନେଇ ଚଳଚଞ୍ଚଳ ହୋଇ ଉଠିଲାଣି ସମସ୍ତ ପୂଜା ମଣ୍ଡପ। ଅକ୍ଟୋବର ଓ ନଭେମ୍ବରରେ ବିଭିନ୍ନ ପୂଜା ଯଥା ଦୁର୍ଗାପୂଜା, କାଳୀପୂଜା, ଲକ୍ଷ୍ମୀପୂଜା ଇତ୍ୟାଦି ଅନୁଷ୍ଠିତ ହେବାକୁ ଯାଉଛି। ତେବେ ଏଥର ପାର୍ବଣ ଋତୁରେ ପୁଣି ବର୍ଷା ହେବାର ଆଶଙ୍କା କରାଯାଉଛି।…

ସମଲିଙ୍ଗୀ ବିବାହ ମାମଲା: ଆଜି ଆସିବ…

ଓଏଲ୍‌ ବ୍ୟୁରୋ: ସମଲିଙ୍ଗୀ ସମ୍ପର୍କକୁ ନେଇ ଆଜି ସୁପ୍ରିମକୋର୍ଟରେ ଶୁଣାଣି କରାଯିବ। ସମଲିଙ୍ଗୀ ବିବାହ ଆଇନଗତ ସ୍ୱୀକୃତି ମିଳିବ କି ନାହିଁ ତାହା ଉପରେ ଶୁଣାଣି ହେବ। ଦୀର୍ଘଦିନ ଧରି ଚାଲିଥିବା କଳ୍ପନାଜଳ୍ପନାରେ ଆଜି ହୋଇପାରେ ଅବସାନ। ଆଜି ସମଲିଙ୍ଗୀ ବିବାହର ଆଇନଗତ ବୈଧତା ସମ୍ପର୍କରେ ରାୟ ଦେଇପାରନ୍ତି…

ଏଣିକି ରାଜଧାନୀରେ ଭିକ ମାଗିଲେ ଉଠାଇନେବ…

ଓଏଲ୍‌ ବ୍ୟୁରୋ: ବିଏମସି ନେଲା ବଡ଼ ପଦକ୍ଷେପ।ଏଣିକି ଭିକାରୀ ମୁକ୍ତ ହେବ ରାଜଧାନୀ ଭୁବନେଶ୍ବର। ବିଏମସି କମିଶନରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ରାସ୍ତା କଡ଼ କିମ୍ବା ମନ୍ଦିର ସାମ୍ନାରେ ଆଉ ଭିକ ମାଗିପାରିବେନି ଭିକାରୀ।ରାସ୍ତାରେ ଭିକ ମାଗୁଥିବା ଦେଖିଲେ ଉଠାଇନେବ…

ଶୁକ୍ରବାରଠାରୁ ପରିବା ବିକ୍ରି ବନ୍ଦ,…

ଓଏଲ୍‌ ବ୍ୟୁରୋ: ପାର୍ବଣ ଋତୁରେ ସମସ୍ତେ ମସଗୁଲ। ଆଗକୁ ଛୁଟି ଥିବାରୁ ଭୋଜି ଭାତର ଆୟୋଜନ ମଧ୍ୟ ବହୁ ଲୋକ କରିସାରିଥିବେ ନିଶ୍ଚୟ। ତେବେ ଏହାପୂର୍ବରୁ ରାଜଧାନୀବାସୀଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କାରଣ ଆସନ୍ତା ୨୦ ତାରିଖ ତଥା ଶୁକ୍ରବାରଠୁ ଭୁବନେଶ୍ବରରେ ପରିବା ବିକ୍ରି ବନ୍ଦ ରହିବ ବୋଲି ଚେତାବନୀ ଦେଇଛି…