ପୁଣି ଏକ ରେଳ ଦୁର୍ଘଟଣା:…
ଓଏଲ୍ ବ୍ୟୁରୋ: ପୁଣି ଏକ ବଡ଼ ଧରଣର ରେଳ ଦୁର୍ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଛି। ବିଶାଖାପାଟଣା ଠାରୁ ରାୟଗଡ଼ା ଆସୁଥିବା ପାସେଞ୍ଜର ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଓ କଣ୍ଟକାପଲ୍ଲୀ ଷ୍ଟେସନ୍ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି । ଟ୍ରେନର ୪ଟି ବଗି ଲାଇନଚ୍ୟୁତ୍ ହୋଇଥିବା ସୂଚନା…