Odisha Link
Bridging the Missing Links in Odisha
Daily Archives

October 30, 2023

ଆନ୍ଧ୍ର-ଓଡ଼ିଶା ଟ୍ରେନ ଟ୍ରାଜେଡି:…

ଓଏଲ୍‌ ବ୍ୟୁରୋ: ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାରେ ରବିବାର ରାତିରେ ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣା ହୋଇଥିଲା। ଯେଉଁଥିରେ ଏପର୍ଯ୍ୟନ୍ତ ୧୪ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ମୃତକଙ୍କ ମଧ୍ୟରେ ୩ ଜଣ ରେଳ କର୍ମଚାରୀ ରହିଥିବା ସୂଚନା ରହିଛି। ମୃତକଙ୍କ ମଧ୍ୟରୁ…

ଜଗା ଦର୍ଶନ କଲେ ନବନିଯୁକ୍ତ ରାଜ୍ୟପାଳ;…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ନୂଆ ରାଜ୍ୟପାଳ ରଘୁବର ଦାସ। ଆଜି ଭୋରୁ ଭୋରୁ ନୂଆ ରାଜ୍ୟପାଳ ରଘୁବର ଦାସ ପୁରୀରେ ପହଞ୍ଚିଛନ୍ତି। ସେ ଟ୍ରେନ୍‌ ଯୋଗେ ପୁରୀରେ ପହଁଞ୍ଚିଥିବା ବେଳେ ସିଧାସଳଖ ରାଜଭବନ ଯାଇ ବିଶ୍ରାମ ନେଇଥିଲେ। ବର୍ତ୍ତମାନ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ନବନିଯୁକ୍ତ ରାଜ୍ୟପାଳ…

କତାରରେ ୮ ଭାରତୀୟଙ୍କୁ ଫାଶୀ ଦଣ୍ଡ ଘଟଣା:…

ଓଏଲ୍‌ ବ୍ୟୁରୋ: ଭାରତୀୟ ବିଦେଶ ମନ୍ତ୍ରଣାଳୟକୁ ଚକିତ କଲା ଭଳି ଖବର କତାରରୁ ଆସିଥିଲା। କତାର ଜେଲରେ ବନ୍ଦୀ ରହିଥିବା ୮ଜଣ ଅବସରପ୍ରାପ୍ତ ନୌସେନା ଅଧିକାରୀଙ୍କୁ କତାର ଫାଶୀ ଦଣ୍ଡ ଘୋଷଣା କରିଛି। କତାର ଜେଲରେ ବନ୍ଦୀ ଥିବା ଏହି ୮ ଜଣ ଅବସରପ୍ରାପ୍ତ ନୌସେନା ଅଧିକାରୀଙ୍କୁ ଆରବ ଦେଶ ମୁକ୍ତ କରିବା ବଦଳରେ…

ଛତିଶଗଡ଼ ନିର୍ବାଚନ: ନାମାଙ୍କନ ଭରିବେ…

ଓଏଲ୍‌ ବ୍ୟୁରୋ: ଗଡ଼ୁଛି ଦିନ ଆଉ ବଢୁଛି ରାଜନୈତିକ ରଣନୀତି। ଆଉ ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଛି। ବିଭିନ୍ନ ରାଜନୈତିକ ଦଳ ମଧ୍ୟ ନିର୍ବାଚନକୁ ଆଖି ଆଗରେ ରଖି ଅଙ୍କକଷା ଆରମ୍ଭ କରି ସାରିଲେଣି। ତେବେ ଏହାରି ମଧ୍ୟରେ ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଥିଲା।…

ପୁଣି ଅଡୁଆରେ ସିସୋଦିଆ, ଜାମିନ ଆବେଦନକୁ…

ଓଏଲ୍‌ ବ୍ୟୁରୋ: ପୁଣି ଅଡୁଆରେ ପୂର୍ବତନ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଡାହାଣହାତ କୁହାଯାଉଥିବା ମନିଷ ସିସୋଦିଆଙ୍କୁ ନେଇ ଦୀର୍ଘଦିନ ହେବ ଚର୍ଚ୍ଚା ଲାଗି ରହିଛି। ତେବେ ସିସୋଦିଆଙ୍କ ଜାମିନ୍ ଆବେଦନ ଖାରଜ ହୋଇଥିବା ଖବର ସାମ୍ନାକୁ ଆସିଛି।…

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ:…

ଓଏଲ୍‌ ବ୍ୟୁରୋ: ଦୁର୍ନୀତି ମୁକ୍ତ ରାଜ୍ୟ ଗଠନ କରିବା ଦିଗରେ ସରକାର ତତ୍ପରତା ଦେଖାଇଛନ୍ତି। ଦୁର୍ନୀତି ମୁକ୍ତ ରାଜ୍ୟ ଗଠନ ପାଇଁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୩ ଆରମ୍ଭ ହୋଇଛି। ଲୋକସଭା ଭବନରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଇଁ ରାଜ୍ୟସ୍ତରୀୟ ସମାରୋହ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ…

ପୁରୀରେ ନୂଆ ରାଜ୍ୟପାଳ ରଘୁବର ଦାସ;…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ନୂଆ ରାଜ୍ୟପାଳ ରଘୁବର ଦାସ। ଆଜି ଭୋରୁ ଭୋରୁ ନୂଆ ରାଜ୍ୟପାଳ ରଘୁବର ଦାସ ପୁରୀରେ ପହଞ୍ଚିଛନ୍ତି। ସେ ଟ୍ରେନ୍‌ ଯୋଗେ ପୁରୀରେ ପହଁଞ୍ଚିଥିବା ବେଳେ ସିଧାସଳଖ ରାଜଭବନ ଯାଇ ବିଶ୍ରାମ ନେଇଥିଲେ। ବର୍ତ୍ତମାନ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ପରେ ପୁରୀରୁ ସିଧାସଳଖ…

ଆନ୍ଧ୍ର-ଓଡ଼ିଶା ରେଳ ଦୁର୍ଘଟଣା: ୧୪…

ଓଏଲ୍‌ ବ୍ୟୁରୋ: ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାରେ ରବିବାର ରାତିରେ ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣା ହୋଇଥିଲା। ଯେଉଁଥିରେ ଏପର୍ଯ୍ୟନ୍ତ ୧୪ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ମୃତକଙ୍କ ମଧ୍ୟରେ ୩ ଜଣ ରେଳ କର୍ମଚାରୀ ରହିଥିବା ସୂଚନା ରହିଛି। ମୃତକଙ୍କ ମଧ୍ୟରୁ…

ଆନ୍ଧ୍ର-ଓଡ଼ିଶା ଟ୍ରେନ୍‌ ଟ୍ରାଜେଡି:…

ଓଏଲ୍‌ ବ୍ୟୁରୋ: ରବିବାର ରାତିରେ ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାରେ ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣା ହୋଇଥିଲା। ଯେଉଁଥିରେ ଏପର୍ଯ୍ୟନ୍ତ ୧୩ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଟ୍ରେନ୍‌ ଦୁର୍ଘଟଣା ଏତେ ଭୟଙ୍କର ହୋଇଛି ଯେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା…

ଆନ୍ଧ୍ର-ଓଡ଼ିଶା ଟ୍ରେନ୍‌ ଦୁର୍ଘଟଣା:…

ଓଏଲ୍‌ ବ୍ୟୁରୋ: ଆନ୍ଧ୍ରପ୍ରଦେଶର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଗତ ରାତିରେ ଘଟିଥିବା ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୧୩ ଛୁଇଁଛି। ମୃତକଙ୍କ ମଧ୍ୟରେ ୨ଜଣ ରେଳ କର୍ମଚାରୀ ଅଛନ୍ତି । ସେମାନଙ୍କ ମଧ୍ୟରେ ବିଶାଖାପାଟଣା-ରାୟଗଡାର ଲୋକୋ ପାଇଲଟ୍ ଓ ବିଶାଖାପାଟଣା-ପଲାସା…