Odisha Link
Bridging the Missing Links in Odisha
Daily Archives

October 31, 2023

ରାଜ୍ୟରେ କମୁଛି ତାପମାତ୍ରା;…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ କମୁଛି ରାତି ତାପମାତ୍ରା ଏବଂ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ଅସହ୍ୟ ତାତି ପରେ ଏବେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଥଣ୍ଡା ଅନୁଭୂତ ଆରମ୍ଭ ହୋଇଛି। ଗତ ୨୪ ଘଣ୍ଟାରେ ସେମିଳିଗୁଡ଼ା ସବୁଠୁ ଥଣ୍ଡା ଅଞ୍ଚଳ ଭାବେ ରେକର୍ଡ ହୋଇଛି। ୧୨.୨ ଡିଗ୍ରୀ ତାପମାତ୍ରା ସହ ସେମିଳିଗୁଡ଼ା ସବୁଠୁ…

ବରିଷ୍ଠ ନାଗରିକଙ୍କ ପାଇଁ ଖୁସିର…

ଓଏଲ୍‌ ବ୍ୟୁରୋ: ବରିଷ୍ଠ ନାଗରିକଙ୍କ ପାଇଁ ଖୁସି ଖବର। ଆଜି ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବରିଷ୍ଠ ନାଗରିକ ମାନେ ଅଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ପାଇବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 'ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା' ଅଧୀନରେ…

ଓଡ଼ିଆ ସୁଟର ଶ୍ରୀୟଙ୍କାଙ୍କୁ ଅଲିମ୍ପିକ୍ସ…

ଓଏଲ୍‌ ବ୍ୟୁରୋ: ଓଡ଼ିଆ ତାରକା ସୁଟର ଶ୍ରୀୟଙ୍କା ଷଡ଼ଙ୍ଗୀଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା ମିଳିଛି। ପ୍ୟାରିସ ଅଲିମ୍ପିକ୍ସ ପାଇଁ ଶ୍ରୀୟଙ୍କା ଷଡ଼ଙ୍ଗୀ ଯୋଗ୍ୟତା ଅର୍ଜନ କରିଛନ୍ତି। ୫୦.ମି ରାଇଫଲ ଥ୍ରୀ ପୋଜିସନରେ ଦଳଗତ ସ୍ୱର୍ଣ ହାସଲ କରିଥିଲେ। କୋରିଆରେ ଏସିଆ ସୁଟିଂ ଚାମ୍ପିଅନସିପରେ ସଫଳତା ମିଳିବା ପରେ…

ଓଡ଼ିଶାକୁ ମିଳିଲା ନୂଆ ରାଜ୍ୟପାଳ, ଶପଥ…

ଓଏଲ୍‌ ବ୍ୟୁରୋ: ଆଜି ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ରଘୁବର ଦାସ ଶପଥ ଗ୍ରହଣ କରିଛନ୍ତି। ଆଜି ଦିନ ୧୧ଟା ୪୫ରେ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହିଛନ୍ତି। ଏହାପୂର୍ବରୁ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରଥିଲେ ରଘୁବର ଦାସ।…

ଦକ୍ଷତା ବିକାଶ ମାମଲା: ଚନ୍ଦ୍ରବାବୁ…

ଓଏଲ୍‌ ବ୍ୟୁରୋ: ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଦକ୍ଷତା ବିକାଶ ମାମଲାରେ ଚନ୍ଦ୍ରବାବୁ ନାଇଡୁଙ୍କୁ ଜାମିନ ମିଳିଛି। ଆନ୍ଧ୍ର ହାଇକୋର୍ଟ ୪ ସପ୍ତାହ ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଦକ୍ଷତା ବିକାଶ ନିଗମ ଦୁର୍ନୀତି…

ରାଜ୍ୟ ସରକାରଙ୍କର ଜାଗା ମିଶନ…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାରଙ୍କର ସ୍ବତନ୍ତ୍ର କାର୍ଯ୍ୟକ୍ରମ ଜାଗା ମିଶନ ଜରିଆରେ ସମସ୍ତ ଯୋଗ୍ୟ ବସ୍ତି ବାସିନ୍ଦାଙ୍କୁ ଭୂମି ଅଧିକାର ଯୋଗାଇ ଦିଆଯାଉଛି। ଆଜି ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଯୋଗ୍ୟ ବସ୍ତି ହିତାଧିକାରୀଙ୍କୁ ଦ୍ବିତୀୟ ପର୍ଯ୍ୟାୟ ଭୂମି ଅଧିକାର ପ୍ରମାଣ ପତ୍ର ଦିଆଯିବ।…

ଆନ୍ଧ୍ର-ଓଡ଼ିଶା ରେଳ ଦୁର୍ଘଟଣା ପରେ…

ଓଏଲ୍‌ ବ୍ୟୁରୋ: ଆନ୍ଧ୍ର-ଓଡ଼ିଶା ରେଳ ଦୁର୍ଘଟଣା ବିଜୟନଗରମରେ ଟ୍ରାକରୁ ହଟିଲା ଭଙ୍ଗା ବଗି। ଏହା ପରେ ଟ୍ରେନ୍ ଯାତ୍ରା ସ୍ୱାଭାବିକ ହୋଇଛି। ଆନ୍ଧ୍ର-ଓଡ଼ିଶା ସୀମାରେ ପରସ୍ପର ସହ ୨ଟି ଟ୍ରେନ୍ ଧକ୍କା ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାର ୨୦ ଘଣ୍ଟା ପରେ ଟ୍ରାକ୍‌ରେ ଗଡ଼ିଥିଲା ଟ୍ରେନ୍। ଅପ୍‌ ଲାଇନ୍‌ରେ…

ରାଜଭବନ ଅଭିମୁଖେ ଫେରିଲେ ନୂଆ ରାଜ୍ୟପାଳ,…

ଓଏଲ୍‌ ବ୍ୟୁରୋ: ଆଜି ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ। ଦିନ ୧୧ଟା ୪୫ରେ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏହାପୂର୍ବରୁ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି ରଘୁବର ଦାସ। ନୂଆ ରାଜ୍ୟପାଳ ରଘୁବର ଦାସ ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା…

ଶିମିଳିପାଳରେ ସର୍ଚ୍ଚ ଅପରେସନ ଜାରି; ଜବତ…

ଓଏଲ୍‌ ବ୍ୟୁରୋ: ଶିମିଳିପାଳରେ ୨ୟ ପର୍ଯ୍ୟାୟ ସର୍ଚ୍ଚ ଅପରେସନ ଜାରି ହୋଇଛି। ସର୍ଚ୍ଚ ଅପରେସନ ୭୧ ବନ୍ଧୁକ ଜବତ ହୋଇଛି। ବିଭିନ୍ନ ଥାନା ଅଞ୍ଚଳରେ ବନ ବିଭାଗ ଓ ପୁଲିସ ପକ୍ଷରୁ ସର୍ଚ୍ଚ ଅପରେସନ କରାଯାଉଛି। ସୂଚନା ଅନୁସାରେ, ବନ ବିଭାଗ ଓ ପୁଲିସ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ସର୍ଚ୍ଚ ଅପରେସନ ହୋଇଥିଲା।…

ଦେଶ ପାଳୁଛି ରାଷ୍ଟ୍ରୀୟ ଏକତା ଦିବସ,…

ଓଏଲ୍‌ ବ୍ୟୁରୋ: ଆଜି ହେଉଛି ଭାରତର ପ୍ରଥମ ଉପମୁଖ୍ୟମନ୍ତ୍ରୀ ତଥା ଗୃହମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ବାର୍ଷିକୀ। ପ୍ରତିବର୍ଷ ଏହି ଦିନକୁ ‘ଜାତୀୟ ଏକତା ଦିବସ’ ବା ‘ରାଷ୍ଟ୍ରିୟ ଏକତା ଦିବସ’ ଭାବେ ପାଳନ କରାଯାଏ। ଏହି ବର୍ଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୪୮ ତମ ଜନ୍ମ ବାର୍ଷିକୀ।…