Odisha Link
Bridging the Missing Links in Odisha
Daily Archives

November 8, 2023

ଦିଲ୍ଲୀରେ ଚିନ୍ତା ବଢ଼ାଉଛି ବାୟୁ…

ଓଏଲ୍‌ ବ୍ୟୁରୋ: ଦିଲ୍ଲୀରେ ଚିନ୍ତା ବଢ଼ାଉଛି ବାୟୁ ପ୍ରଦୂଷଣ। ଭାରତର ରାଜଧାନୀରେ ପ୍ରଦୂଷଣର ଭୟ ବଢିଛି। ବିଷାକ୍ତ ବାୟୁରେ ଅସ୍ତବ୍ୟସ୍ତ ଦିଲ୍ଲୀବାସୀ। ୪ ଶହ ଟପିଲା ହାରାହାରି ଏୟାର କ୍ବାଲିଟି ଇଣ୍ଡେକ୍ସ। ଦିଲ୍ଲୀ-ଏନ୍‌ସିଆର୍‌ ବାୟୁ ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟ ପଞ୍ଜାବ ସରକାରଙ୍କୁ ଭର୍ତ୍ସନା…

ଆକ୍ସନ୍ ମୋଡରେ ଏସଟିଏଫ୍: ୨ଟି ବାଘ ଛାଲ…

ଓଏଲ୍‌ ବ୍ୟୁରୋ: ଆକ୍ସନ୍ ମୋଡରେ ଏସଟିଏଫ୍। ରାୟଗଡ଼ାରୁ ୨ଟି କଲରାପତରିଆ ବାଘ ଛାଲ ଜବତ ହୋଇଥିବାବେଳେ ୨ ଜଣ ଗିରଫ ହୋଇଛନ୍ତି। ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଏସଟିଏଫ୍ ଚଢ଼ାଉ କରିଥିଲା। ରାୟଗଡ଼ା ଚାନ୍ଦିଲି ଥାନା ତାମ୍ପରବିଦୁନି ଛକରେ ଡିଲ୍‌ ବେଳେ ୨ ଜଣଙ୍କୁ କାବୁ କରିଛି।

ଭୁବନେଶ୍ୱରରେ ପହଞ୍ଚିଲା ଓଡ଼ିଆ ଯବାନଙ୍କ…

ଓଏଲ୍‌ ବ୍ୟୁରୋ: ନକ୍ସଲଙ୍କ ଆକ୍ରମଣରେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି। ଶୋକ ଭରା କୋହର ଭିଜିଛି ଗାଁ ମାଟି। ଛତିଶଗଡ଼ରେ ଗତକାଲି ମାଓ ଅପରେସନ ସମୟରେ ଓଡ଼ିଆ ଯବାନ ପ୍ରକାଶ ଚନ୍ଦ୍ର ଶିଆଳ ଆହତ ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ…

ହାଇକୋର୍ଟଙ୍କ ନିଷ୍ପତି: ଅପରାଧିକ ମାମଲା…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଅପରାଧିକ ମାମଲା ଥିଲେ ବି କୌଣସି ସରକାରୀ କର୍ମଚାରୀଙ୍କ ପଦୋନ୍ନତିରେ ସମସ୍ୟା ଉପୁଜିବ ନାହିଁ। ଏକ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ଯଦି ଜଣେ ସରକାରୀ କର୍ମଚାରୀଙ୍କ ବିରୋଧରେ ଅପରାଧିକ…

ଖସୁଛି ପାରଦ, ବଢ଼ୁଛି ଥଣ୍ଡା

ଓଏଲ୍‌ ବ୍ୟୁରୋ: ରାଜ୍ୟରେ କମୁଛି ରାତି ତାପମାତ୍ରା ଏବଂ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ଅସହ୍ୟ ତାତି ପରେ ଏବେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଥଣ୍ଡା ଅନୁଭୂତ ଆରମ୍ଭ ହୋଇଛି। ଗତ ୨୪ ଘଣ୍ଟାରେ କିରେଇ ସବୁଠୁ ଥଣ୍ଡା ଅଞ୍ଚଳ ଭାବେ ରେକର୍ଡ ହୋଇଛି। ରାଜ୍ୟକୁ ପ୍ରବେଶ କରୁଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ…

ଏଥର ଆହୁରି ଚିତ୍ତାକର୍ଷକ ହେବ କଟକ…

ଓଏଲ୍‌ ବ୍ୟୁରୋ: ଚଳିତବର୍ଷ ଐତିହାସିକ କଟକ ବାଲିଯାତ୍ରା ନଭେମ୍ବର ୨୭ରୁ ଡିସେମ୍ବର ୪ ତାରିଖ ଯାଏ ଅନୁଷ୍ଠିତ ହେବ। ଐତିହାସିକ କଟକ ବାଲିଯାତ୍ରା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ହୋଇଛି। ଏଥର ଅଧିକ ଆକର୍ଷଣୀୟ କରାଯିବା ପାଇଁ ଗତବର୍ଷ ଭଳି ଅନେକ ନୂଆ ପଦକ୍ଷେପ ନିଆଯିବ ବୋଲି ଜିଲ୍ଲାପାଳ…

ଜଗତସିଂହପୁରରେ ବୀଭତ୍ସ ହତ୍ୟାକାଣ୍ଡ: ଜଣେ…

ଓଏଲ୍‌ ବ୍ୟୁରୋ: ଜଗତସିଂହପୁର ତିର୍ତ୍ତୋଲ ଥାନା ଅଞ୍ଚଳରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଥିବା ଖବର ସାମ୍ନାକୁ ଆସିଛି। ସାଇଲୋ ପଞ୍ଚାୟତ ଭିତରଣାରେ ୨ ଜଣଙ୍କୁ କୁରାଢ଼ିରେ ଆକ୍ରମଣ ହୋଇଥିବା ଜଣା ପଡିଛି। ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇ ମେଡିକାଲ୍‌ରେ ଚିକିତ୍ସାରତ…

ଛତିଶଗଡ଼ରେ ନକ୍ସଲଙ୍କ ଆକ୍ରମଣ: ଓଡ଼ିଆ…

ଓଏଲ୍‌ ବ୍ୟୁରୋ: ଶୋକ ଭରା କୋହର ଭିଜିଛି ଗାଁ ମାଟି। ନକ୍ସଲଙ୍କ ଆକ୍ରମଣରେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି। ଛତିଶଗଡ଼ରେ ଗତକାଲି ମାଓ ଅପରେସନ ସମୟରେ ଓଡ଼ିଆ ଯବାନ ପ୍ରକାଶ ଚନ୍ଦ୍ର ଶିଆଳ ଆହତ ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ…

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪…

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏହି ସମୟରେ ପୁରୀ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପାଇଁ ପୁରୀ ଶ୍ରୀମନ୍ଦିରରେ ଆଜି ୪ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ…

ଭିଜିଲାନ୍ସ ପଞ୍ଝାରେ ପିଏଚ୍‌ ଡିଭିଜନ…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ଅଧିକାରୀ। ଭୁବନେଶ୍ବର ପିଏଚ୍‌ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ପିଏଚ୍‌ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ ବିଶ୍ବବନ୍ଧୁ ପାଣିଗ୍ରାହୀଙ୍କ ଘର ରେଡ୍‌ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ…