Odisha Link
Bridging the Missing Links in Odisha

୫-ଟି ଅଧ୍ୟକ୍ଷଙ୍କୁ ଶୁଭେଚ୍ଛାର ସୁଅ, ବିଭିନ୍ନ ସରକାରୀ ଓ ବେସରକାରୀ ସଙ୍ଗଠନ ଜଣାଇଲେ ଅଭିନନ୍ଦନ

ଓଏଲ୍‌ ବ୍ୟୁରୋ: ସ୍ବେଚ୍ଛାକୃତ ଅବସର ନେଇଛନ୍ତି ୫-ଟି ସଚିବ ଭିକେ ପାଣ୍ଡିଆନ୍। ୫-ଟି ସଚିବ ଥିବା ଶ୍ରୀ ପାଣ୍ଡିଆନ୍‌ ୫-ଟି ଅଧ୍ୟକ୍ଷ ହୋଇଥିବାବେଳେ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ପରେ ଭିକେ ପାଣ୍ଡିଆନଙ୍କୁ ୫-ଟି ଅଧ୍ୟକ୍ଷ ନିଯୁକ୍ତି ମିଳିଛି। ଏହା ପରେ ୫ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ଭିଡ଼ ଜମିଛି।

୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ଭେଟିଲେ ବିଭିନ୍ନ ସରକାରୀ ଓ ବେସରକାରୀ ସଙ୍ଗଠନ। ନବୀନ ନିବାସରେ ଭି.କେ ପାଣ୍ଡିଆନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ସହ ନିଜ ନିଜ ବିଭାଗରେ ଥିବା ସମସ୍ୟା ସମ୍ପର୍କରେ ଅବଗତ କରାଇଛନ୍ତି।

Leave A Reply

Your email address will not be published.