ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା; ୧୮ରେ…
ଓଏଲ୍ ବ୍ୟୁରୋ: ଆସନ୍ତାକାଲି ବଙ୍ଗୋପସାଗରରେ ଗଭୀର ଅବପାତ ବାତ୍ୟାରେ ପରିଣତ ହେବ ବୋଲି ପୂର୍ବାନୁମାନ କରାଯାଇଛି। ୧୮ ତାରିଖ ସକାଳ ବେଳକୁ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। ଉପକୂଳ ମୁହାଁ ହେଲା ବେଳକୁ ଏହା ଦୁର୍ବଳ ହୋଇ ବାଂଲାଦେଶର ମୋଙ୍ଗଲା ଓ ଖେପୁପରା ନିକଟରେ ସ୍ଥଳଭାଗ ଅତିକ୍ରମ କରିପାରେ। ଏହାର…