ବୟସ୍କ ଓ ରୋଗାକ୍ରାନ୍ତ ଲୋକ ଜଗା ଦର୍ଶନ…
ଓଏଲ୍ ବ୍ୟୁରୋ: ବର୍ତ୍ତମାନ କାର୍ତ୍ତିକ ମାସ ଚାଲିଛି। ଆଉ ୫-୬ ଦିନ ପରେ କାର୍ତ୍ତିକ ମାସ ଶେଷ ହେବ। ଯାହାଫଳରେ ପୁରୀ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି। ଭିଡ଼ ଯୋଗୁ ଆଜି ଦର୍ଶନ ପାଇଁ ଧାଡ଼ିରେ ଛିଡ଼ା ହୋଇଥିବା କିଛି ଶ୍ରଦ୍ଧାଳୁ ଅସୁସ୍ଥ ହୋଇପଡ଼ିଥିଲେ। ଏହାକୁ ଦୃଷ୍ଟିରେ ରଖି ବୟସ୍କ ଓ…