ବଢିବ ଶୀତର ପ୍ରକୋପ! ଲଘୁଚାପରେ ପରିଣତ…
ଓଏଲ୍ ବ୍ୟୁରୋ: ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ପଶ୍ଚିମ ଉତ୍ତର ଦିଗରେ ଗତି କରି ଅବପାତ ରୂପ ନେବ। ୨୯ରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତ ରୂପ ନେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ବାତ୍ୟା ସମ୍ଭାବନା ରହିଛି। ତେବେ ଓଡ଼ିଶାର ଏହାର କେତେ ପରିମାଣର ପ୍ରଭାବ ରହିଛି କୌଣସି…