Odisha Link
Bridging the Missing Links in Odisha
Daily Archives

November 29, 2023

ପୁଣି ଚର୍ଚ୍ଚାରେ ଜ୍ଞାନବ୍ୟାପି ମସଜିଦ…

ଓଏଲ୍‌ ବ୍ୟୁରୋ: ପୁଣି ଚର୍ଚ୍ଚାକୁ ଆସିଲା ଜ୍ଞାନବ୍ୟାପି ମସଜିଦ ମାମଲା। ଜ୍ଞାନବାପୀ ମାମଲାରେ ଆଜି ସର୍ଭେ ରିପୋର୍ଟ ଦାଖଲ ହୋଇନି। କୋର୍ଟଙ୍କୁ ଆଉ ୩ ସପ୍ତାହ ସମୟ ମାଗିଲା ଏଏସଆଇ। ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା ଦ୍ୱାରା ସର୍ଭେ ରିପୋର୍ଟ ଦାଖଲ ହେବାର ଥିଲା। ଅନ୍ୟପଟେ, ପୂର୍ବରୁ…

ଭୁବନେଶ୍ୱରରେ ମର୍ମନ୍ତୁଦ ଦୁର୍ଘଟଣା:…

ଓଏଲ୍‌ ବ୍ୟୁରୋ: ବାଣୀବିହାର ରେଳ ଓଭର ବ୍ରିଜରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ଟ୍ରକ ଧକ୍କାରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ଘଟାଇ ଘଟଣାସ୍ଥଳରୁ ଟ୍ରକ ଫେରାର ହୋଇଯାଇଛି। ଘଟଣାସ୍ଥଳରେ ସହିଦନଗର ଓ ମଞ୍ଚେଶ୍ବର ପୁଲିସ ଛାନଭିନ କରିଛନ୍ତି। ଟ୍ରକକୁ ଧରିବା ପାଇଁ…

ରତ୍ନଭଣ୍ଡାର ଲେଜର ସ୍କାନିଂର ଆଜି…

ଓଏଲ୍‌ ବ୍ୟୁରୋ: କାଲିଠୁ ଆରମ୍ଭ ହେଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଲେଜର ସ୍କାନିଂ। ପ୍ରଥମ ଦିନରେ ଅମୁହାଁ ଦେଉଳର ଉତ୍ତର-ପଶ୍ଚିମ ଓ ଉତ୍ତର-ପୂର୍ବର ୩୭ଟି ପଏଣ୍ଟରେ ଲେଜର ସ୍କାନିଂ ଡକୁମେଣ୍ଟେସନ ଶେଷ ହୋଇଛି। ଆଜି ବାହାର କାନ୍ଥର ଲେଜର ସ୍କାନିଂ ହେବ। ଲେଜର ସ୍କାନିଂ କ୍ୟାମେରା ୩୬୦ ଡିଗ୍ରୀରେ ୩ଡି ଫଟୋ…

ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏହି ଅବସରରେ ୪ ଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ। ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ ଦତ୍ତମହାପାତ୍ର ସେବାୟତ। ଏଣୁ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା…

ବଢ଼ିବ ଶୀତର ପ୍ରକୋପ! ସୁଦୃଶ ଲଘୁଚାପ…

ଓଏଲ୍‌ ବ୍ୟୁରୋ: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ପଶ୍ଚିମ ଉତ୍ତର ଦିଗରେ ଗତି କରି ଅବପାତ ରୂପ ନେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ବାତ୍ୟା ସମ୍ଭାବନା ରହିଛି। ତେବେ ଓଡ଼ିଶାର ଏହାର କେତେ ପରିମାଣର ପ୍ରଭାବ ରହିଛି କୌଣସି ସ୍ପଷ୍ଟ…