Odisha Link
Bridging the Missing Links in Odisha
Daily Archives

December 4, 2023

ଆସନ୍ତାକାଲି ପ୍ରଥମାଷ୍ଟମୀ;…

ଓଏଲ୍‌ ବ୍ୟୁରୋ: କାଲି ଓଡିଆ ସଂସ୍କୃତି ଓ ପରମ୍ପରାର ଏକ ପ୍ରମୁଖ ପର୍ବ ପ୍ରଥମାଷ୍ଟମୀ ବା ପୋଢୁଆଁ ଅଷ୍ଟମୀ। ଓଡିଆ ଘରର ପ୍ରଥମ ସନ୍ତାନ ମାନେ ଏହି ଦିନରେ ନୂଆବସ୍ତ୍ର ପିନ୍ଧିବାର ପରମ୍ପରା ରହିଛି। ଶ୍ରୀମନ୍ଦିରରେ ମଧ୍ୟ ପୋଢୁଆଁ ଅଷ୍ଟମ ପାଳିତ ହେବ। ବଡ଼ଭାଇ ତଥା ମହାପ୍ରଭୁ ବଳଭଦ୍ର ହେବେ ପୋଢୁଆଁ।…

ଚିଲିକାରେ ବନ ବିଭାଗର ତତ୍ପରତା;…

ଓଏଲ୍‌ ବ୍ୟୁରୋ: ଆରମ୍ଭ ହୋଇଛି ଶୀତର ପ୍ରକୋପ। ଶୀତର ପ୍ରକୋପ ବୃଦ୍ଧି ପାଇଥିବାବେଳେ ପ୍ରାୟ ସବୁ ଦର୍ଶନୀୟ ସ୍ଥାନରେ ଦର୍ଶକଙ୍କ ଭିଡ ଜମୁଛି। ତେବେ ଏହି ସମୟରେ ବିଭିନ୍ନ ସ୍ଥାନରେ ବିଦେଶୀ ପକ୍ଷୀଙ୍କ ଭିଡ ଜମିଥାଏ। ପକ୍ଷୀଙ୍କୁ ଦେଖିବାକୁ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥାଏ। ଏହାରି ମଧ୍ୟରେ ଚିଲିକାରେ…

ଆଜି ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ…

ଓଏଲ୍‌ ବ୍ୟୁରୋ: ଆଜି ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ। ପଇତାଲାଗି ନୀତି ପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ ରହିବ। ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ କରାଯିବ ପଇତାଲାଗି ନୀତି। ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ ଦତ୍ତମହାପାତ୍ର ସେବାୟତ। ଏନେଇ…

ସରିଲା ୪ ରାଜ୍ୟର ବିଧାନସଭା ନିର୍ବାଚନ;…

ଓଏଲ୍‌ ବ୍ୟୁରୋ: ଆଜିଠୁ ସଂସଦର ଶୀତ ଅଧିବେଶନ। ଆଜିଠୁ ଆରମ୍ଭ ହୋଇ ଡିସେମ୍ବର ୨୨ ତାରିଖ ଯାଏଁ ଚାଲିବ ଶୀତ ଅଧିବେଶନ। ଏଥିରେ ମୋଟ ୧୫ଟି ସିଟିଂରେ ୧୯ଟି କାର୍ଯ୍ୟଦିବସ ରହିଛି। ଦୁଇଟି ଆର୍ଥିକ ବିଲ୍ ସହ ଅନ୍ୟାନ୍ୟ ବିଲକୁ ମିଶାଇ ୨୧ଟି ବିଲ୍ ଆଗତ ହେବାକୁ ଯାଉଛି। ସଂସଦର ଶୀତ ଅଧିବେଶନ ପୂର୍ବରୁ ଡିସେମ୍ବର…

ବାତ୍ୟା ‘ମିଗ୍‌ଜାଉଁ’ ସକ୍ରିୟ; ରାଜ୍ୟର…

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା ‘ମିଗ୍‌ଜାଉଁ’। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଜୋରରେ ପବନ ବହିବାର ଆଶଙ୍କା ରହିଛି। ବଙ୍ଗୋପସାଗରରେ ସକ୍ରିୟ ବାତ୍ୟା ପ୍ରଭାବରେ ଆଜିଠୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ଭାରି ବର୍ଷା ସମ୍ଭାବନା ରହିଥିବା…