Odisha Link
Bridging the Missing Links in Odisha
Daily Archives

December 22, 2023

ଯୋରନ୍ଦା ମହିମାଗାଦୀରେ ମୁଖ୍ୟମନ୍ତ୍ରୀ;…

ଓଏଲ୍‌ ବ୍ୟୁରୋ: ଯୋରନ୍ଦା ମହିମାଗାଦୀରେ ମୁଖ୍ୟମନ୍ତ୍ରୀ। ସକାଳ ୧୧ଟାରେ ଯୋରନ୍ଦା ହାଇସ୍କୁଲରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ମହିମା ସାଧୁସନ୍ଥ ସ୍ବାଗତ କରିଛନ୍ତି। ଶୂନ୍ୟ ମଣ୍ଡପ,ଉପାସନା ପୀଠ ଓ ବତୀ ମଣ୍ଡପର ଭୂମି ପୂଜନ କରାଯାଇଛି। ଏହା ସହ ବିଭିନ୍ନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କଲେ…

ଯୋରନ୍ଦାର ହେବ ରୂପାନ୍ତରଣ; ପୀଠରେ…

ଓଏଲ୍‌ ବ୍ୟୁରୋ: ଯୋରନ୍ଦା ମହିମାଗାଦୀରେ ମୁଖ୍ୟମନ୍ତ୍ରୀ। ସକାଳ ୧୧ଟାରେ ଯୋରନ୍ଦା ହାଇସ୍କୁଲରେ ପହଞ୍ଚିଛନ୍ତି। ମହିମାଗାଦୀର ଦଲକ ଅଞ୍ଚଳରେ ହେବ ଉପାସନା ପୀଠ। ଉପାସନ ପୀଠ ପାଇଁ ୧୧୨ କୋଟି ମଞ୍ଜୁର ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଢେଙ୍କାନାଳ ଗସ୍ତରେ ଯାଇଥିବାବେଳେ ଯୋରନ୍ଦା ରୂପାନ୍ତରଣ…

ଏଏସ୍‌ଓ ପରୀକ୍ଷା ଅନିୟମିତତା ମାମଲା:…

ଓଏଲ୍ ବ୍ୟୁରୋ: ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଆୟୋଜିତ ଏଏସଓ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଆୟୋଜିତ ଏଏସ୍‌ଓ ପରୀକ୍ଷାରେ ହୋଇଥିବା ଅନିୟମିତତାକୁ ନେଇ କୋର୍ଟରେ ମାମଲା ହୋଇଥିଲା। ଏହି ଘଟଣାକୁ ନେଇ ହାଇକୋର୍ଟରେ ରିଟ୍ ଆବେଦନ ଶୁଣାଣି…

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା:…

ଓଏଲ୍‌ ବ୍ୟୁରୋ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଡାହାଣହାତ କୁହାଯାଉଥିବା ମନିଷ ସିସୋଦିଆଙ୍କୁ ନେଇ ଆଉ ଏକ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ଅବକାରୀ ନୀତି ମାମଲାରେ ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟରେ ହାଜର ହୋଇଛନ୍ତି। ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଇଡି ଓ ସିବିଆଇର ହେପାଜତରେ…

ଜମ୍ମୁ ଓ କାଶ୍ମୀରରେ ଆତଙ୍କବାଦୀଙ୍କ…

ଓଏଲ୍‌ ବ୍ୟୁରୋ: ପୁଞ୍ଛରେ ଆତଙ୍କବାଦୀ ଆକ୍ରମଣ। ଗତକାଲି ଅପରାହ୍ନରେ ସେନାର ଦୁଇଟି ଗାଡି ଯାଉଥିବା ବେଳେ ଆତଙ୍କବାଦୀ ମାନେ ଗୁଳିମାଡ କରିଥିଲେ। ଯେଉଁଥିରେ ୫ ଯବାନ ସହିଦ ହୋଇଥିବା ବେଳେ ୨ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଯବାନଙ୍କୁ ତୁରନ୍ତ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା…

ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: ନୂଆ…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପାଇଁ ବାଜିଲାଣି ବିଗୁଲ। ରାଜ୍ୟର ୩ ପ୍ରମୁଖ ଦଳ ଆରମ୍ଭ କରିଲେଣି ରଣନୀତି। ଦୁଇ ଜାତୀୟ ଦଳ ବିଜେପି ଓ କଂଗ୍ରେସ ଦିଲ୍ଲୀରେ ଓଡ଼ିଶା ଦଖଲ ପାଇଁ କରୁଛନ୍ତି ପ୍ରସ୍ତୁତି। ଅନ୍ୟପଟେ ଦେଶର ସବୁଠି ଚର୍ଚ୍ଚାରେ ରହୁଥିବା ଆଞ୍ଚଳିକ ଦଳ ବିଜୁ ଜନତା ଦଳ ଲଗାତାର ୬ଷ୍ଠ ଥର…

ରେଳ ଲାଇନ ଉଡ଼ାଇଲେ ମାଓବାଦୀ; ଟ୍ରେନ…

ଓଏଲ୍‌ ବ୍ୟୁରୋ: ମାଓବାଦୀଙ୍କ ଲଙ୍କାକାଣ୍ଡ। ମନୋହରପୁର ଷ୍ଟେସନ ନିକଟ ବେରୁଆରେ ବିସ୍ଫୋରଣ ହୋଇଥିବା ଖବର ସାମ୍ନାକୁ ଆସିଛି। ବିସ୍ଫୋରଣ କାରଣରୁ ରେଳ ଚଳାଚଳ ପ୍ରଭାବିତ ହୋଇଛି। ୨୦ରୁ ଅଧିକ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି। ଅଟକିଛି ମୁମ୍ବାଇ-ହାୱଡା ଟ୍ରେନ। ତେବେ ଆଜି ଝାଡ଼ଖଣ୍ଡ ବନ୍ଦ ଡାକରା ଦେଇଛନ୍ତି…

ଆଜି ଏବର୍ଷର ସବୁଠୁ ଛୋଟ ଦିନ; ଜାଣନ୍ତୁ…

ଓଏଲ୍‌ ବ୍ୟୁରୋ: ଆରମ୍ଭ ହୋଇଛି ଶୀତ। ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ତାରିଖରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ। ଏହାବର୍ଷର “ସବୁଠାରୁ ଛୋଟ ଦିନ” ହୋଇଥାଏ। ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ବର୍ଷର ଏହି ସବୁଠାରୁ ଛୋଟ ଦିନରୁ ଉତ୍ତର ମେରୁରେ ଶୀତଦିନ ଆରମ୍ଭ ହୁଏ। ଫଳରେ ଦକ୍ଷିଣ…

ମାତିଛନ୍ତି ଦୁର୍ବୁତ୍ତ; ପୂର୍ବତନ…

ଓଏଲ୍‌ ବ୍ୟୁରୋ: ଚାରିଆଡେ଼ ମାତିଛନ୍ତି ଦୁର୍ବୁତ୍ତ। ଦୁର୍ବୁତ୍ତଙ୍କ ଆକ୍ରମଣର ଶିକାର ହେଉଛନ୍ତି ସାଧାରଣ ଜନତା। କେତେବେଳେ ଆକ୍ରମଣ କରି କାହା ଜୀବନ ନେଲେଣି ତ ପୁଣି କେତେବେଳେ କେଉଁଠି ଲୁଟପାଟ କଲେଣି। ତେବେ ଭୋରୁ ଘରେ ପଶି ପୂର୍ବତନ ସିଡିଏମଓଙ୍କୁ ଛୁରାମାଡ଼ କରିଥିବା ଖବର ସାମ୍ନାକୁ ଆସିଛି। ଯାଜପୁର…

ଆଜି ଢେଙ୍କାନାଳ ଯିବେ ମୁଖ୍ୟମନ୍ତ୍ରୀ;…

ଓଏଲ୍‌ ବ୍ୟୁରୋ: ଯୋରନ୍ଦା ମହିମାଗାଦୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ସକାଳ ୧୧ଟାରେ ଯୋରନ୍ଦା ହାଇସ୍କୁଲରେ ପହଞ୍ଚିବେ। ମହିମାଗାଦୀର ଦଲକ ଅଞ୍ଚଳରେ ହେବ ଉପାସନା ପୀଠ। ଉପାସନ ପୀଠ ପାଇଁ ୧୧୨ କୋଟି ମଞ୍ଜୁର ହୋଇଛି। ଆଜି ଢେଙ୍କାନାଳ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋରନ୍ଦା ରୂପାନ୍ତରଣ ପାଇଁ…