ଓଡ଼ିଶାକୁ ଫେରିଲା କରୋନା; ସପ୍ତାହକ…
ଓଏଲ୍ ବ୍ୟୁରୋ: କରୋନାର ନୂଆ ଭାରିଆଣ୍ଟ JN.1 ଭାରତରେ ଦ୍ରୁତ ସଂକ୍ରମଣ କରୁଛି। ଏସବୁ ମଧ୍ୟରେ ଦୀର୍ଘ ଦିନର ବ୍ୟବଧାନ ପରେ ଓଡ଼ିଶାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କ୍ରମେ ତାହା ବୃଦ୍ଧି ପାଇଛି। ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କରୋନାର ନୂଆ ଭାରିଆଣ୍ଟ ଜେଏନ୍…