ନିଶ୍ଚିନ୍ତକୋଇଲିରେ ବସ୍-ଟ୍ରକ…
ଓଏଲ୍ ବ୍ୟୁରୋ: ବର୍ଷ ଆରମ୍ଭରୁ ନିଶ୍ଚିନ୍ତକୋଇଲିରେ ଅଘଟଣ ହୋଇଥିବା ଖବର ସାମ୍ନାକୁ ଆସିଛି। କଟକ ନିଶ୍ଚିନ୍ତକୋଇଲିରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି। ବସ୍-ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪୦ ଜଣ ଆହତ ହୋଇଛନ୍ତି। ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ…