Odisha Link
Bridging the Missing Links in Odisha

ଏଥର ଗଣତନ୍ତ୍ର ଦିବସରେ ଦିଲ୍ଲୀ ଦରବାରରେ ମନମୋହିବ ଓଡ଼ିଶା ପ୍ରଜ୍ଞାପନ ମେଢ଼

ଓଏଲ୍‌ ବ୍ୟୁରୋ: ନୂଆଦିଲ୍ଲୀ ଗଣତନ୍ତ୍ର ଦିବସରେ ସ୍ଥାନ ପାଇବ ଓଡ଼ିଶା ପ୍ରଜ୍ଞାପନ ମେଢ଼। ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମଡେଲ ମନୋନୀତ ହୋଇଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଚିଠି କରାଯାଇଛି। ୧୬ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମଡେଲ ଚୂଡ଼ାନ୍ତ ନେଇ ଚିଠି ହୋଇଛି। ମଡେଲ ମନୋନୀତ ସହ, ଏ ସଂପର୍କୀତ ଗାଇଡଲାଇନ ନେଇ ଚିଠି ଜାରି କରାଯାଇଛି। ଚଳିତ ବର୍ଷ ଓଡ଼ିଶା ପକ୍ଷରୁ ରଘୁରାଜପୁର ଶିଳ୍ପୀଗ୍ରାମ ମଡେଲ ପଠାଯାଇଥିଲା। ରଘୁରାଜପୁର ଶିଳ୍ପୀଗ୍ରାମ ଓ ମହିଳା ସଶକ୍ତୀକରଣ ମଡେଲ ପଠାଯାଇଥିଲା।

Leave A Reply

Your email address will not be published.