Odisha Link
Bridging the Missing Links in Odisha
Daily Archives

January 9, 2024

ଅର୍ଜୁନ ପୁରସ୍କାର ସମ୍ମାନ:…

ଓଏଲ୍‌ ବ୍ୟୁରୋ: ମହାମହିମଙ୍କଠାରୁ ଅର୍ଜୁନ ପୁରସ୍କାର ଗ୍ରହଣ କଲେ କ୍ରିକେଟର୍ ମହମ୍ମଦ ସାମି। ପୂର୍ବରୁ ୨୦୨୩ ବର୍ଷ ପାଇଁ ଭାରତୀୟ କ୍ରୀଡ଼ା ପୁରସ୍କାର ଘୋଷଣା କରାଯାଇଥିବା ବେଳେ ଆଜି ଭାରତର ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅର୍ଜୁନ ପୁରସ୍କାର ପ୍ରଦାନ କରିଛନ୍ତି।…

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା:…

ଓଏଲ୍‌ ବ୍ୟୁରୋ: ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ନକ୍ସଲଙ୍କ ଦ୍ୱାରା ବିଛାଯାଇଥିବା ଆଇଇଡି ଠାବ ହୋଇଛି। ଛତିଶଗଡ଼ ପୋଟକାପଲ୍ଲୀ ନିକଟରେ ଠାବ ଆଇଇଡି ନକ୍ସଲଙ୍କ ଦ୍ୱାରା ବିଛାଯାଇଥିଲା। ଆଇଇଡି ଠାବ କଲେ ସିଆର୍‌ପିଏଫ୍ ଯବାନ। ଛତିଶଗଡ଼ ପୋଟକାପଲ୍ଲୀ ନିକଟରେ ଆଇଇଡି ଠାବ ହେବା ପରେ ଏହାକୁ…

ସଜେଇ ହେଉଛି ଅଯୋଧ୍ୟା; ଅଗଣିତ…

ଓଏଲ୍‌ ବ୍ୟୁରୋ: ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ପାଇଁ ଚାଲିଛି ସଜବାଜ। ଆଉ ମାତ୍ର ଅଳ୍ପ ଦିନର ଅପେକ୍ଷା, ଅଗଣିତ ରାମଭକ୍ତଙ୍କ ଅପେକ୍ଷାର ହେବ ଅନ୍ତ, ଅଯୋଧ୍ୟା ରାମ ମନ୍ଦିରରେ ବିରାଜମାନ ହେବେ ରାମଲାଲା। ଏବେଠୁ ଅଯୋଧ୍ୟାକୁ ରାମଭକ୍ତଙ୍କ ସୁଅ ଛୁଟିଲାଣି। ରାମଲାଲାଙ୍କ ପାଇଁ କୋଣ ଅନୁକୋଣରୁ ଆସୁଛି ଉପହାର।…

ଭିଜିଲାନ୍ସ ଜାଲରେ ନୟାଗଡ଼ ଏମଭିଆଇ; ୭ଟି…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ନୟାଗଡ଼ ଏମଭିଆଇ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ ଚାଲିଛି। ଭିଜିଲାନ୍ସ ଜାଲରେ ପଡିଥିବା ଏମଭିଆଇ ହେଉଛନ୍ତି ପଞ୍ଚାନନ ବେହେରା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏମଭିଆଇ ପଞ୍ଚାନନ ବେହେରାଙ୍କ ବାସଭବନ ସହ ଭଡା ଘରେ ଚଢ଼ାଉ କରାଯାଉଛି।…

ଭୂକମ୍ପରେ ଥରିଲା ଇଣ୍ଡୋନେସିଆ; ରିକ୍ଟର…

ଓଏଲ୍‌ ବ୍ୟୁରୋ: ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ତଲାଉଡ୍‌ ଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୭ ରେକର୍ଡ କରାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ପୃଥିବୀ ପୃଷ୍ଠରୁ ୮୦ କିଲୋମିଟର ତଳେ ଥିଲା। ଇଣ୍ଡୋନେସିଆର ତଲାଉଡ ଦ୍ୱୀପରେ ଏହି…

ଉପାନ୍ତରେ ବିକାଶର ନୂଆ ଅଧ୍ୟାୟ; ଆଜି…

ଓଏଲ୍‌ ବ୍ୟୁରୋ: ବିକାଶର ନୂଆ ଅଧ୍ୟାୟ ଲେଖିବାକୁ ଯାଉଛି ମାଲକାନଗିରି। ଆଜି ଲୋକାର୍ପିତ ହେବ ମାଲକାନଗିରି ବିମାନ ବନ୍ଦର। ଗତକାଲି ବିଧିିବଦ୍ଧ ଭାବେ ମାଲକାନଗିରି ବିମାନ ବନ୍ଦରରୁ ପରୀକ୍ଷାମୂଳକ ଭାବେ ଉଡାଣ ଆରମ୍ଭ ହୋଇଥିଲା। ଆଜି ମାଲକାନଗିରି ବିମାନ ବନ୍ଦର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା…

ପୁଣି ଫେରିଛି ଶୀତ; ଘନକୁହୁଡି ଯୋଗୁ ଜୀବନ…

ଓଏଲ୍‌ ବ୍ୟୁରୋ: ରାଜ୍ୟକୁ ପୁଣି ଫେରିଲା ଶୀତ। କିଛି ଅଂଚଳରେ ସକାଳୁ ସକାଳୁ ଘରୁ ବାହାରିବା ହୋଇପଡ଼ୁଥିଲା ମୁସ୍କିଲ। ଆଜି ସକାଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଘନକୁହୁଡିର ଆସ୍ତରଣ ଦେଖିବାକୁ ମିଳିଥିଲା। ସକାଳୁ ସକାଳୁ ପ୍ରବଳ ଶୀତ ସହ ଘନକୁହୁଡି ଯୋଗୁ ଜୀବନ ଯାତ୍ରା ପ୍ରଭାବିତ ହେଉଛି। ରାଜ୍ୟରେ ଘନ…