Odisha Link
Bridging the Missing Links in Odisha
Daily Archives

January 11, 2024

ସଜେଇ ହେଉଛି ଅଯୋଧ୍ୟା; ଶ୍ରୀରାମଙ୍କ…

ଓଏଲ୍‌ ବ୍ୟୁରୋ: ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ପାଇଁ ଚାଲିଛି ସଜବାଜ। ଆଉ ମାତ୍ର ଅଳ୍ପ ଦିନର ଅପେକ୍ଷା, ଅଗଣିତ ରାମଭକ୍ତଙ୍କ ଅପେକ୍ଷାର ହେବ ଅନ୍ତ, ଅଯୋଧ୍ୟା ରାମ ମନ୍ଦିରରେ ବିରାଜମାନ ହେବେ ରାମଲାଲା। ଏବେଠୁ ଅଯୋଧ୍ୟାକୁ ରାମଭକ୍ତଙ୍କ ସୁଅ ଛୁଟିଲାଣି। ରାମଲାଲାଙ୍କ ପାଇଁ କୋଣ ଅନୁକୋଣରୁ ଆସୁଛି ଉପହାର।…

ଆଗକୁ ସାଧାରଣ ନିର୍ବାଚନ; କଂଗ୍ରେସର ଭାରତ…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପାଇଁ ବାଜିଲାଣି ବିଗୁଲ। ରାଜ୍ୟର ୩ ପ୍ରମୁଖ ଦଳ ଆରମ୍ଭ କରିଲେଣି ରଣନୀତି। ଦୁଇ ଜାତୀୟ ଦଳ ବିଜେପି ଓ କଂଗ୍ରେସ ଦିଲ୍ଲୀରେ ଓଡ଼ିଶା ଦଖଲ ପାଇଁ କରୁଛନ୍ତି ପ୍ରସ୍ତୁତି। ଅନ୍ୟପଟେ ଦେଶର ସବୁଠି ଚର୍ଚ୍ଚାରେ ରହୁଥିବା ଆଞ୍ଚଳିକ ଦଳ ବିଜୁ ଜନତା ଦଳ ଲଗାତାର ୬ଷ୍ଠ ଥର…

ରାଜ୍ୟରେ ନିବେଶର ନୂଆଯୁଗ; ୭ଟି ଜିଲ୍ଲାରେ…

ଓଏଲ୍‌ ବ୍ୟୁରୋ: ପୁଞ୍ଜିନିବେଶ କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କଲା ଓଡ଼ିଶା। ୧୨୭ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ୧୭୧୩ ଦଶମିକ ୬୫ କୋଟି ଟଙ୍କାର ୧୪ଟି ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଧାତବ କ୍ଷେତ୍ର ଉପରେ ନିର୍ଭର କରୁଥିବା ଆନୁଷଙ୍ଗିକ ଶିଳ୍ପ, ଶକ୍ତି, ଔଷଧ,…

ପ୍ରଥମଥର କର୍ତ୍ତବ୍ୟପଥରେ ପରେଡ୍ କରିବେ…

ଓଏଲ୍‌ ବ୍ୟୁରୋ: ଇତିହାସ ରଚିବେ ମହିଳା। ପ୍ରଥମଥର ପାଇଁ କର୍ତ୍ତବ୍ୟପଥରେ ସାଧାରଣତନ୍ତ୍ର ପରେଡରେ ଭାଗନେବେ ବିଏସଏଫର ମହିଳା କାଣ୍ଟିଜେଣ୍ଟ। ଏହା ସହ ନୂଆଦିଲ୍ଲୀ ଗଣତନ୍ତ୍ର ଦିବସରେ ସ୍ଥାନ ପାଇବ ଓଡ଼ିଶା ପ୍ରଜ୍ଞାପନ ମେଢ଼। ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମଡେଲ ମନୋନୀତ ହୋଇଥିବା ସୂଚନା ମିଳିଛି। ଏନେଇ ରାଜ୍ୟ…

ରୂପାନ୍ତରଣର ସ୍ପର୍ଶରେ ସଜେଇ ହେଉଛି…

ଓଏଲ୍‌ ବ୍ୟୁରୋ: ରୂପାନ୍ତରଣର ସ୍ପର୍ଶରେ ସଜେଇ ହେଉଛି ଶ୍ରୀକ୍ଷେତ୍ର। ଜାନୁଆରୀ ୧୭ ତାରିଖରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏଥିପାଇଁ ଉତ୍ସବ ମୁଖର ଜଗନ୍ନାଥ ଧାମ। ପୁରୀସ୍ଥିତ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିର ଚାରିପାଶ୍ୱର୍ରେ ଚାଲିଥିବା ପରିକ୍ରମା ପ୍ରକଳ୍ପ(ଐତିହ୍ୟ କରିଡର)ର…