Odisha Link
Bridging the Missing Links in Odisha
Daily Archives

January 19, 2024

ପର୍ଯ୍ୟଟକଙ୍କ ପାଇଁ ଖୁସିଖବର; ଏଣିକି…

ଓଏଲ୍‌ ବ୍ୟୁରୋ: ପର୍ଯ୍ୟଟକଙ୍କ ପାଇଁ ଖୁସିଖବର। ଆସନ୍ତା ୨୯ରୁ ଭରତପୁର ସଫାରୀରେ ଆରମ୍ଭ ହେବ ‘ନାଇଟ୍‌ ନକଚରାଲ୍‌ ଟ୍ରେଲ୍’। ରାତି ସାଢେ ୯ଟା ଯାଏଁ ଖୋଲା ରହିବ ସଫାରୀ, ଚାଲିବ ଟ୍ରେଲ୍‌। ରାତି ସାଢେ ୯ଟାରୁ ସକାଳ ସାଢେ ୯ଟା ଯାଏଁ ବନ୍ଦ ରହିବ ସଫାରୀ। ନାଇଟ୍‌ ନକଚରାଲ୍‌ ଟ୍ରେଲ୍’ ଯୋଗୁଁ ଛାତ୍ରଛାତ୍ରୀ,…

ପୁଣି ଚର୍ଚ୍ଚାରେ ମହୁଆ ମୈତ୍ର; ଶେଷରେ…

ଓଏଲ୍‌ ବ୍ୟୁରୋ: ପୁଣି ଚର୍ଚ୍ଚାରେ ମହୁଆ ମୈତ୍ର। ସଂସଦରେ ପ୍ରଶ୍ନ ପଚାରିବା ଅଭିଯୋଗରେ ବହିଷ୍କୃତ ହୋଇଥିବା ଲୋକସଭା ସାଂସଦ ମହୁଆ ମୋଇତ୍ରାଙ୍କୁ ଶେଷରେ ଦିଲ୍ଲୀ ସ୍ଥିତ ତାଙ୍କ ସରକାରୀ ବଙ୍ଗଳା ଖାଲି କରିବାକୁ ପଡ଼ିଛି। ସରକାରଙ୍କ ନୋଟିସକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କିନ୍ତୁ…

ଏଏସ୍‌ଓ ପରୀକ୍ଷା ଅନିୟମିତତା ମାମଲା:…

ଓଏଲ୍ ବ୍ୟୁରୋ: ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଆୟୋଜିତ ଏଏସଓ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଆୟୋଜିତ ଏଏସ୍‌ଓ ପରୀକ୍ଷାରେ ହୋଇଥିବା ଅନିୟମିତତାକୁ ନେଇ କୋର୍ଟରେ ମାମଲା ହୋଇଥିଲା। ଏହି ଘଟଣାକୁ ନେଇ ହାଇକୋର୍ଟରେ ରିଟ୍ ଆବେଦନ ଶୁଣାଣି…

ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ; ୮ରେ…

ଓଏଲ୍‌ ବ୍ୟୁରୋ: ଆସନ୍ତା ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଫେବୃଆରୀ ୫ରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବିଧାନସଭା। ଏଥର ବିଧାନସଭାରେ ୭ଟି କାର୍ଯ୍ୟଦିବସ ରହିଛି। ଅଧିବେଶନରେ କାମଚଳା ବଜେଟ ଆଗତ କରାଯିବ। ୫ରେ ରାଜ୍ୟପାଳ ଅଭିଭାଷଣ ରଖିବେ। ୮ରେ କାମଚଳା ବଜେଟ…

ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ; ଏଥର…

ଓଏଲ୍‌ ବ୍ୟୁରୋ: ଆସନ୍ତା ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଫେବୃଆରୀ ୫ରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବିଧାନସଭା। ଏଥର ବିଧାନସଭାରେ ୭ଟି କାର୍ଯ୍ୟଦିବସ ରହିଛି।

ଅର୍ପଣ ଚାଉଳ ଦ୍ୱନ୍ଦ୍ୱରେ ପୂର୍ଣ୍ଣଚ୍ଛେଦ;…

ଓଏଲ୍‌ ବ୍ୟୁରୋ: ଐତିହ୍ୟରେ ଯୋଡ଼ିହେଲା ନୂଆ ଫର୍ଦ୍ଦ। ରୂପାନ୍ତରଣର ସ୍ପର୍ଶରେ ସଜେଇ ହୋଇଛି ପୁରୀ ବଡଦାଣ୍ଡ। ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏଥିପାଇଁ ଉତ୍ସବ ମୁଖର ଜଗନ୍ନାଥ ଧାମ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉତ୍ସବ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ପରିକ୍ରମା ରଥ ବୁଲିଥିଲା।…

ଜୟପୁରବାସୀଙ୍କ ମନରେ ଉତ୍ସାହ;…

ଓଏଲ୍‌ ବ୍ୟୁରୋ: ଜଗନ୍ନାଥ ଦର୍ଶନ ହେବ ଆହୁରି ସହଜ। ଏଣିକି ଯାତ୍ରୀମାନେ ପୁରୀକୁ ଆରାମଦାୟକ ଯାତାୟତ କରିବାର ସୁବିଧା ପାଇବେ। ଜୟପୁରରୁ ପୁରୀକୁ ଗଡ଼ିଛି ଜଗନ୍ନାଥ ଏକ୍ସପ୍ରେସ୍। ଜୟପୁରରୁ ବାହାରି କୋରାପୁଟ ହୋଇ ପୁରୀରେ ଜଗନ୍ନାଥ ଏକ୍ସପ୍ରେସ୍ ପହଞ୍ଚିିବ। ଆଦିବାସୀ ଅଞ୍ଚଳ କୁହାଯାଉଥିବା କୋରାପୁଟ ଜିଲ୍ଲାରେ…

ବଡ଼ ପରଦାରେ ବାଜପେୟୀଙ୍କ କାହାଣୀ; ରିଲିଜ…

ଓଏଲ୍‌ ବ୍ୟୁରୋ: ଜଣେ ଜନନାୟକ, ଦୃଢ଼ ରାଜନୈତିକ ଇଚ୍ଛାଶକ୍ତିର ଅଧିକାରୀ ଭାବେ ଅଟଳ ବିହାରୀ ବାଜପେୟୀ ସୁପରିଚିତ। ୧୯୯୯ ମସିହା ଅକ୍ଟୋବର ୧୩ ତାରିଖ ଦିନ ଜାତୀୟ ଗଣତାନ୍ତ୍ରିକ ସାମ୍ମୁଖ୍ୟ ନାମକ ଏକ ନୂତନ ମିଳିତ ସରକାରର ମୁଖ୍ୟ ଭାବେ ସେ କ୍ରମାଗତ ଭାବେ ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ…

ବିଶ୍ୱପ୍ରସିଦ୍ଧ ଧନୁଯାତ୍ରାର ପଞ୍ଚମ ଦିନ;…

ଓଏଲ୍‌ ବ୍ୟୁରୋ: ଆରମ୍ଭ ହୋଇଛି ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଗତ ୧୫ ତାରିଖରୁ ବରଗଡ଼ରେ ୭୬ତମ ଧନୁଯାତ୍ରା ଉଦ୍ଘାଟନ ହୋଇଛି। ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚରେ କଂସଙ୍କ ଶାସନରେ ଦୁଲୁକିଲା ବରଗଡ଼। ୧୧ ଦିନ ଧିର ଚାଲିବ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା। ବିଶ୍ଵର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ…

ଇତିହାସ ରଚିବେ ମହିଳା; କର୍ତ୍ତବ୍ୟ ପଥରେ…

ଓଏଲ୍‌ ବ୍ୟୁରୋ: ଇତିହାସ ରଚିବେ ମହିଳା। ପ୍ରଥମଥର ପାଇଁ କର୍ତ୍ତବ୍ୟପଥରେ ସାଧାରଣତନ୍ତ୍ର ପରେଡରେ ଭାଗ ନେବେ ବିଏସଏଫର ମହିଳା କାଣ୍ଟିଜେଣ୍ଟ। ଏଥିପାଇଁ କର୍ତ୍ତବ୍ୟ ପଥରେ ରିପବ୍ଲିକ ଡେ' ପରେଡ ଅଭ୍ୟାସ ଚାଲିଛି। ଏହା ସହ ନୂଆଦିଲ୍ଲୀ ଗଣତନ୍ତ୍ର ଦିବସରେ ସ୍ଥାନ ପାଇବ ଓଡ଼ିଶା ପ୍ରଜ୍ଞାପନ ମେଢ଼। ଓଡ଼ିଶାର…