ବଙ୍ଗୋପସାଗରରେ ଗୁରୁଚାପ ବଳୟ ସକ୍ରିୟ;…
ଓଏଲ୍ ବ୍ୟୁରୋ: ବଙ୍ଗୋପସାଗରରେ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାରେ ପାଗ କୋହଲା ରହିଛି। ପୁର୍ବାଲି ବାୟୁ ଓ ପଶ୍ଚିମାଝଡ଼ ପ୍ରଭାବରେ ଉପକୂଳରେ ବର୍ଷା ହୋଇଛି। ୨ଦିନ ଯାଏଁ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି।…